ଜୁନାଗଡ: ପ୍ରଥମ ଦିନରେ ପଢିବାକୁ ଆସିଲେ ୧୦୧୮ ଛାତ୍ରୀଛାତ୍ର

ଜୁନାଗଡ଼,୮।୧: କରୋନା କଟକଣା ଯୋଗୁଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ମାସ ବ୍ୟବଧାନ ପରେ ଶୁକ୍ରବାର ହାଇସ୍କୁଲଗୁଡିକ ଖୋଲିଛି। ପ୍ରଥମ ପର୍ଯ୍ୟାୟରେ ହାଇସ୍କୁଲର କେବଳ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରିବେ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୩୭ଟି ସରକାରୀ ହାଇସ୍କୁଲ ଖୋଲିଛି। ୩୭ଟି ହାଇସ୍କୁଲର ଦଶମ ଶ୍ରେଣୀରେ ୨୯୬୦ ଛାତ୍ରୀଛାତ୍ର ରହିଥିବାବେଳେ ସେଥିମଧ୍ୟରୁ ଶୁକ୍ରବାର ପ୍ରଥମ ଦିନରେ ୧୦୧୮ଜଣ ଛାତ୍ରୀଛାତ୍ର ସ୍କୁଲକୁ ପଢିବାକୁ ଆସିଥିଲେ। କୋଭିଡ ନିୟମ ଅନୁଯାୟୀ ଗୋଟିଏ ବେଞ୍ଚରେ ଜଣେ ଛାତ୍ରୀ କିମ୍ବା ଛାତ୍ରଙ୍କୁ ବସାଇ ପାଠ ପଢାଯାଉଥିବା ଜୁନାଗଡ଼ ବ୍ଲକ ଶିକ୍ଷା ଅଧିକାରୀ ବିଜୟ କୁମାର ସେନାପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri