ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତା: ଢେଙ୍କାନାଳକୁ ୧୧ ପଦକ

ଢେଙ୍କାନାଳ ଅଫିସ, ୨୫।୯-ତେଲେଙ୍ଗାନାର କରିମ୍‌ନଗରସ୍ଥିତ ଆମ୍ବେଡକର ସ୍ପୋଟର୍‌ସ ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ୱାକୋ ଇଣ୍ଡିଆ ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଢେଙ୍କାନାଳର କ୍ରୀଡ଼ାବିତ୍‌ମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ପ୍ରତିଯୋଗିତାରେ ଭାଗନେଇଥିବା ଖେଳାଳିମାନେ ୫ ସ୍ବର୍ଣ୍ଣ, ୨ରୌପ୍ୟ, ୪ ବ୍ରୋଞ୍ଜ୍‌ ସହ ମୋଟ ୧୧ ପଦକ ହାସଲ କରିଛନ୍ତି।
ସେପ୍ଟେମ୍ବର ୧୭ରୁ ୨୦ ମଧ୍ୟରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଓଡ଼ିଶା ଦଳରେ ଜିଲାର ୬ଜଣ ଖେଳାଳି ପ୍ରତିନିଧିତ୍ୱ କରିଥିଲେ। ସେମାନଙ୍କ ମଧ୍ୟରେ ଲକି ବିଶ୍ୱାଳ, ବାବି ପ୍ରତିହାରୀ, ଲିପ୍‌ସା ସିଂ, ସୁଦାମ ମହନ୍ତ, ଦୁଲାରାମ ହାଂସଦା, ରୂପେନ୍ଦ୍ର ମାରାଣ୍ଡି ଥିଲେ। ସମ୍ପୃକ୍ତ ଖେଳାଳିମାନେ ଡାଇମଣ୍ଡ କିକ୍‌ ବକ୍ସିଂ ଆସୋସିଏଶନ ଅଧୀନରେ ପ୍ରଶିକ୍ଷଣ ନେଉଛନ୍ତି। ପ୍ରତିଯୋଗିତାରେ ଭାଗନେଇ ଫେରିବା ପରେ ସେମାନଙ୍କୁ ବିଭିନ୍ନ ମହଲରେ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ପନିର୍‌ ମାମଲା: ବ୍ୟବସାୟୀ ଗିରଫ

କଟକ ଅଫିସ୍‌,୩୧।୧୨: କଟକର ଚାଉଳିଆଗଞ୍ଜ ନକଲି ପନିର୍‌ ମିଳିବା ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ୨୭୨, ୨୭୩, ୪୨୦ ଏବଂ ୩୪...

ବାଲେଶ୍ୱର ଲିଙ୍କ୍‌କୁ ନେଇ ଉତ୍ତେଜନା

ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍‌ ଜୋନ୍‌ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା...

ଗୁରୁ ହିଁ ମାର୍ଗଦର୍ଶକ

ସୁନ୍ଦରଗଡ,୫ା୯ (ଜୟ ନାରାୟଣ ମେଣ୍ଡୁଳି): ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନ ରୂପକ ଆଲୋକକୁ ଯିଏ ବାଟ ଦେଖାନ୍ତ ସେ ହିଁ ଗୁରୁ। ଭାରତ ବର୍ଷର ଗୁରୁ...

ବନ୍ଧକ ଟଙ୍କାରେ ଅନ୍‌ଲାଇନ୍‌ ଗେମ୍‌ ଖେଳ

ବ୍ରହ୍ମପୁର ଅଫିସ,୫।୨: ବ୍ରହ୍ମପୁର ସାନବଜାରସ୍ଥିତ ଏକ ଜୁଏଲେରୀରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇ ଥିବା ନେଇ ବଡବଜାର ଥାନାରେ...

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି...

ବାଛରାନାସୀ ନାଳର ପୁନରୁଦ୍ଧାର ସରକାର ଭୁଲିଗଲେ

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ବାଛରାନାସୀର ପୁନରୁଦ୍ଧାର କାର୍ଯ୍ୟ ରାଜ୍ୟ ସରକାର ଆରମ୍ଭ କରିଥିଲେ ହେଁ, କାମ ଅଧାରୁ ରଖି ଠିକାଦାର...

ବିଶ୍ୱାଳ ଭ୍ରାତା ଦଳ ଛାଡ଼ିବା ଚର୍ଚ୍ଚା ଜୋର ଧରିଲା

ଜଗତ୍‌ସିଂହପୁର ଅଫିସ, ୨୯ା୬: ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ତଥା ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିବା ନେଇ...

ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା ଉଠାଇ ନେଲେ

ବାଲିଗୁଡା,୧୭।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଉଠାଇ ନେଇଥିବା...

Advertisement
Archives

Model This Week