Posted inଜାତୀୟ

ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ରହିବ ମୌସୁମୀ

ନୂଆଦିଲ୍ଲୀ,୩୧।୫: ଗତ ଏପ୍ରିଲ ମାସରୁ ଦେଶର ଅଧିକାଂଶ ସହର ତତଲା କଡେଇରେ ପଡି ଏକ ପ୍ରକାର ଛଟପଟ ହେଉଛି କହିଲେ କିଛି ଭୁଲ୍‌ ହେବନି। କାରଣ କେତେକ ସହରର ତାପମାତ୍ରା ୪୮ ଡିଗ୍ରୀ ଛୁଇଁଥିବା ବେଳେ ଦେଶର ଅଧିକାଂଶ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ଜୁନ୍‌ ସୁଦ୍ଧା ମୌସୁମୀ କେରଳ ଛୁଇଁବା ଅନୁମାନ କରାଯାଉଥିବା ବେଳେ ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦେଶରେ ସ୍ବାଭାବିକ ମୌସୁମୀ ରହିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ। ୨୦୧୯ ଦକ୍ଷିଣପୂର୍ବ ମୌସୁମୀର ପ୍ରଭାବରେ ଦେଶରେ ବର୍ଷାର ପରିମାଣ ମଧ୍ୟ ସ୍ବାଭାବିକ ସ୍ତରରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌,ମୋଦି ବିରୋଧୀ ଏକାଠି ହୁଅନ୍ତୁ: ରାହୁଲ

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ବିରୋଧ କରୁଥିବା ଦଳଗୁଡ଼ିକ ଏକାଠି ହେବା ଆବଶ୍ୟକ ବୋଲି କଂଗ୍ରେସ ନେତା ରାହୁଲ...

କଂଗ୍ରେସ ଏମ୍‌ପିଙ୍କୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ପ୍ରଶ୍ନ: ମଣିପୁରରେ ରାହୁଲ ଗାନ୍ଧୀ କେମିତି ନିଆଁ ଲଗାଇଲେ କୁହନ୍ତୁ

ନୂଆଦିଲ୍ଲୀ,୨୭।୭: ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ସଂସଦ ପ୍ରକ୍ରିୟା ସମୟରେ ମଣିପୁର ସମ୍ପର୍କରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ରାହୁଲ ଗାନ୍ଧୀ ମଣିପୁରରେ...

ଲୋକ ସଭା ଉପନିର୍ବାଚନ: ଏସ୍‌ପି ପାଇଁ ଅଗ୍ନିପରୀକ୍ଷା

ଲକ୍ଷ୍ନୌ,୧୮ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ରାମପୁର ଏବଂ ଆଜମଗଡ଼ ଲୋକ ସଭା ଆସନ ଲାଗି ହେବାକୁ ଯାଉଥିବା ଉପନିର୍ବାଚନ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି) ପାଇଁ ଅଗ୍ନିପରୀକ୍ଷା...

ମା’ଙ୍କୁ ହତ୍ୟା, ସୁଟ୍‌କେସରେ ମୃତଦେହ ନେଇ ଆତ୍ମସମର୍ପଣ

ବେଙ୍ଗାଲୁରୁ, ୧୪।୬: ବେଙ୍ଗାଲୁରୁରେ ଜଣେ ଯୁବତୀ ମା’ଙ୍କ ମୃତଦେହକୁ ଶୁଟ୍‌କେସରେ ନେଇ ଥାନାରେ ଆତ୍ମସମର୍ପଣ କରିଛନ୍ତି। ୭୦ ବର୍ଷୀୟା ବିଭା ପାଲଙ୍କୁ ହତ୍ୟା ନେଇ ଝିଅ...

ବିହାରରେ ୨୪ ଘଣ୍ଟିଆ ବନ୍ଦ ପାଳନ

ପାଟନା,୧୮ା୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶନିବାର ବିହାରରେ ବନ୍ଦ ପାଳନ କରାଯାଇଛି। ଅନ୍ୟପକ୍ଷେ ପୋଲିସ ପ୍ରଶାସନ ପକ୍ଷରୁ ରାଜ୍ୟର ବିଭିନ୍ନ ସହରରେ...

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

‘ମାସେ ଦୁଇମାସ ପିଆଜ ନ ଖାଇଲେ କିଛି ଅସୁବିଧା ହେବ ନାହିଁ’, ପୂର୍ବତନ କୃଷି ମନ୍ତ୍ରୀଙ୍କ ବିବାଦୀୟ ବୟାନ

ମୁମ୍ବାଇ,୨୨।୮: ମହାରାଷ୍ଟ୍ରରେ ଲଗାତାର ଭାବେ ପିଆଜର ଦାମ ବଢିବାରେ ଲାଗିଛି। ଏହି ଘଟଣାକୁ ନେଇ ମହାରାଷ୍ଟ୍ରର ପୂର୍ବତନ କୃଷିମନ୍ତ୍ରୀଙ୍କର ଏକ ବିବାଦୀୟ ବୟାନ ସାମ୍ନାକୁ ଆସିଛି।...

Advertisement
Archives

Model This Week