ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପଙ୍ଗପାଳ: ମୁକାବିଲା ପାଇଁ ବୈଠକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ଆସିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବା ପରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ଓୟୁଏଟି ଡିନ୍‌ ଲଳୀତ ମୋହନ ଗଡ଼ନାୟକଙ୍କ ସୂଚନା ଦେଇ କହିଛନ୍ତି, ଓଡ଼ିଶାକୁ ଜୁନ୍‌ରେ ପଙ୍ଗପାଳ ଆସିପାରନ୍ତି ବୋଲି କେନ୍ଦ୍ର ସୂଚନା ଦେଇଛି। ଏଣୁ ସେମାନେ ପଶ୍ଚିମ ଓଡ଼ିଶାକୁ ପ୍ରଥମେ ଆସିବେ। ବର୍ଷା ଆରମ୍ଭ ହେଲେ ପଳାଇବେ। ରାଜ୍ୟରେ ପଙ୍ଗପାଳ ମୁକାବିଲା ପାଇଁ ଟିମ୍‌ ଗଠନ ସହ ଏସ୍‌ଓପି ଜାରି ହେବ। ଓୟୁଏଟି ଓ ବିଦ୍ୟାଧରପୁର ଫାର୍ମର କୀଟ ତତ୍ତ୍ୱବିତ୍‌ଙ୍କୁ ନେଇ ଟିମ୍‌ ଗଠନ କରାଯିବ। ଏନେଇ ଚାଷୀମାନଙ୍କୁ ସଚେତନ କରାଯିବ। ବ୍ଲକ ଓ ଜିଲା ସ୍ତରରୁ ଦୈନିକ ରିପୋର୍ଟ ଅଣାଯିବ। କୃଷି ନିର୍ଦ୍ଦେଶକଙ୍କ ଅଧୀନରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ପର୍ଯ୍ୟାପ୍ତ ଔଷଧ, ବଡ଼ ସ୍ପ୍ରେୟର ଓ ଟ୍ରାକ୍ଟର ପାଇଁ ସରକାରଙ୍କୁ କୁହାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଦାମବାଡ଼ିରେ ଫାଟିଲା ପାଇପ୍‌, ଉଠିଲା ୧୫ଫୁଟ ଉଚ୍ଚକୁ ପାଣି

କଟକ ଅଫିସ୍‌,୧୦।୧୦: କଟକ ବାଦାମବାଡ଼ି ଟ୍ରାଫିକ୍‌ ଛକରେ ରବିବାର ଅପରାହ୍ଣରେ ଭୂତଳ ପାଣି ପାଇପ୍‌ ଫାଟି ଯାଇଛି। ପ୍ରାୟ ୧୫ଫୁଟ ଉଚ୍ଚକୁ ପାଣି ଉଠି ରାସ୍ତା...

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର...

ସମ୍ବଲପୁର ଯାଉଥିବା ବେଳେ ଭାଜପା ନେତାଙ୍କୁ ଅଟକାଇଲା ପୋଲିସ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡ ପରେ ସହରରେ କର୍ଫ୍ୟୁ ଜାରି ହୋଇଛି। ତେବେ ମଙ୍ଗଳବାର ସକାଳେ କର୍ଫ୍ୟୁ କୋହଳ ଥିବା ବେଳେ ଦଙ୍ଗାରେ...

ଉଭେଇଗଲା ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି...

ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨ ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ...

ଫଟା ପାଇପ୍‌ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ...

ଫନୀ ଘରଭଙ୍ଗା କ୍ଷୟକ୍ଷତି ଆକଳନ: ତାଲିକା ପ୍ରସ୍ତୁତିରେ ତ୍ରୁଟି, ଦୁର୍ନୀତି ଅଭିଯୋଗ

କୃଷ୍ଣପ୍ରସାଦ,୨୭ା୬(ଡି.ଏନ୍‌.ଏ.): ଫନୀ ବାତ୍ୟା ଦ୍ୱାରା ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଅନେକ କ୍ଷୟକ୍ଷତି ଘଟିଛି । ଏହି ପରିପ୍ରେକ୍ଷୀରେ ଘରଭଙ୍ଗା ସହାୟତା ରାଶିକୁ ସ୍ବଚ୍ଛ ଏବଂ...

ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ...

Advertisement
Archives

Model This Week