ଜୁନ୍‌ରେ ମୋଦି-ଟ୍ରମ୍ପ ଭେଟ

ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍‌ରେ ଜି-୨୦ ସମିଟ୍‌ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ଲାଗି ଉଭୟ ନେତା ରାଜି ହୋଇଛନ୍ତି। ଭାରତ-ଆମେରିକା ରଣନୀତିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଲାଗି ସେମାନେ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି। ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ଟ୍ରମ୍ପ ଶୁକ୍ରବାର ଟେଲିଫୋନ ଯୋଗେ ମୋଦିଙ୍କୁ ଅଭିନନ୍ଦନ ଜଣାଇଥିଲେ। ଜି-୨୦ ବୈଠକ ଅବସରରେ ଆମେରିକା, ଭାରତ ଓ ଜାପାନ ମଧ୍ୟରେ ଏକ ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ

ଜେନେଭା, ୧୭ା୩: ଭାରତର ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ...

ଘରେ ପଶି ଆସିଥିବା ସଶସ୍ତ୍ର ରୁଷିଆ ସେନାକୁ ତଡ଼ିଦେଲେ

କ୍ୱିଭ,୧୧।୩: ୟୁକ୍ରେନର ଏକ ଦମ୍ପତି ସଶସ୍ତ୍ର ରୁଷିଆ ଯବାନଙ୍କ ଏକ ଗ୍ରୁପ୍‌ ଆଗରେ ସାହାସିକତାର ପରିଚୟ ଦେଇଛନ୍ତି। ବେସରକାରୀ ସମ୍ପତି ମଧ୍ୟକୁ ପଶି ଆସିଥିବା ସୈନ୍ୟଙ୍କୁ...

ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ନୂଆ ଗର୍ଲଫ୍ରେଣ୍ଡ୍‌, ଜାଣନ୍ତୁ କିଏ

ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ନାମ ଅନେକ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କ ରହିଛି। ଏବେ ଦାଉଦଙ୍କ ନାମ ପାକିସ୍ତାନୀ ଅଭିନେତ୍ରୀ ମହଭୀଶ ହାୟାତ୍‌ଙ୍କ ସହ ଯୋଡା...

କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ...

ଫ୍ଲୋରିଡାରେ ପ୍ରବାସୀ ଓଡ଼ିଆ ପାଳିଲେ ଦୁର୍ଗାପୂଜା

ଫ୍ଲୋରିଡା,୫।୧୦: ସାରା ଦେଶରେ ଏବେ ଦୁର୍ଗାପୂଜାର ମାହୋଲ। ଗାଁଠୁ ସହର ଦେଶରୁ ବିଦେଶ ପର୍ଯ୍ୟନ୍ତ ସବୁଠି ଉତ୍ସବର ମାହୋଲ। କରୋନା ପାଇଁ ଗତ ୨ବର୍ଷ ହେଲା...

ପାକିସ୍ତାନକୁ ଶକ୍ତ ଝଟ୍‌କା: ୪୪୦ ନିୟୁତ ଡଲାର ସହାୟତା କମାଇଲା ଆମେରିକା

ନୂଆଦିଲ୍ଲୀ,୧୮ା୮: ଗୁରୁତର ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ପାକିସ୍ତାନକୁ ଆଉ ଏକ ବଡ଼ ଝଟକା ଲାଗିଛି। ଆମେରିକା ପାକିସ୍ତାନକୁ ଯୋଗାଉଥିବା ଆର୍ଥିକ ସହାୟତାକୁ ୪୪୦...

ଚାଇନାରେ ହୁ ହୁ ହୋଇ ବଢ଼ୁଛି କରୋନା

ବେଜିଂ,୧୫।୩: କରୋନା ମହାମାରୀର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣି ଥରେ କରୋନା ପ୍ରକୋପ ଦେଖିବାକୁ ମିଳିଛି। ଚାଇନାରେ ଏବେ କରୋନା ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି।...

ଟଙ୍କା ଉଠାଣ ଉପରେ କଟକଣା ଲଗାଇଲା ତାଲିବାନ୍‌

କାବୁଲ, ୨୯ା୮: ଆଫଗାନିସ୍ତାନରେ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ କଟକଣା ଲଗାଇଛି ତାଲିବାନ୍‌। ଲୋକେ ସପ୍ତାହକୁ ଅତିବେଶୀରେ ୨ ଶହ ଡଲାର (ପ୍ରାୟ ୧୪ ହଜାର...

Advertisement
Archives

Model This Week