ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା ସହ ମତ୍ସ୍ୟଜୀବୀଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସମୁଦ୍ରରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ମତ୍ସ୍ୟଜୀବୀମାନେ ହାତବାନ୍ଧି ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି...

ଆଜିଠୁ ଭୁବନେଶ୍ୱରରେ ତୃତୀୟ ସେରୋ ସର୍ଭେ

ଭୁବନେଶ୍ୱର,୧୬।୧୦ (ବ୍ୟୁରୋ): ଭୁବନେଶ୍ୱରରେ ୧୬ ତାରିଖ ଶୁକ୍ରବାରଠାରୁ ସହରରେ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ। ଆର୍‌ଏମ୍‌ଆର୍‌ସି ସହଯୋଗରେ ୩ଦିନ ଧରି ୨୫ ଓ୍ବାର୍ଡରେ...

‘ବଡ଼ବଡ଼ିଆଙ୍କ ଚକ୍ରାନ୍ତର ପର୍ଦ୍ଦାଫାସ କରିବୁ’

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସବୁ ବଡ଼ବଡ଼ିଆଙ୍କ ପର୍ଦ୍ଦାଫାସ କରିବୁ ବୋଲି ଜଗବନ୍ଧୁ କ୍ଷୋଭର...

ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩,...

ଖସୁଛି ପାରଦ, ବଢୁଛି ଶୀତ

ଦାରିଙ୍ଗବାଡି,୨୭।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପାରଦ ତଳମୁଁହା। ସହରରେ ସର୍ବନିମ୍ମ ତାପମାତ୍ରା ୧୬ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ୧୯ ଡିଗ୍ରୀ ରହୁଥିବା ଜଣାପଡିଛି। ଶୀତଯୋଗୁଁ ଏବେ...

ଆସିଲା ଫେବୃୟାରୀ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ନାଇଟ୍‌ କର୍ଫ୍ୟୁ...

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର...

‘ଶିକ୍ଷା, ଦକ୍ଷତା ବିକାଶକୁ ନେଇ ଭାରତ-ସିଙ୍ଗାପୁର କାମ କରିବେ’

ଭୁବନେଶ୍ୱର ୨୬।୪ (ବ୍ୟୁରୋ): ନୂଆ ଜାତୀୟ ଶିକ୍ଷାନୀତି ଆଧାରରେ ଦେଶର ଯୁବବର୍ଗଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ନିମନ୍ତେ ଶିକ୍ଷା ଓ ଦକ୍ଷତା ପରିସଂସ୍ଥାନର ରୂପାନ୍ତରଣ...

Advertisement
Archives

Model This Week