ଜୁନ୍‌ ୧୬ରୁ ଘରକୁ ଘର ବୁଲି ସର୍ଭେ କରିବେ ଆଶା ଦିଦି

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଜୁନ୍‌ ୧୬ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା ଦିଦି ଏବଂ ଏଏନ୍‌ଏମ୍‌ କର୍ମୀ ସର୍ଭେ କରିବେ । ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ସେମାନେ ଯିବେ। କାହାର କରୋନା ଲକ୍ଷଣ ଅଛି କି ନାହିଁ ତାହା ଯାଞ୍ଚ କରିବେ। କାହାରିଠାରେ ଲକ୍ଷଣ ଦେଖାଦେଲେ ସେମାନେ ଟେଷ୍ଟ ପାଇଁ ସୁପାରିଶ କରିବେ। ଏ ନେଇ ସୋମବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ।


Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ...

ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ

ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି ।...

ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’...

ଗତ ୨୪ ଘଣ୍ଟାରେ ୧୦ ରାଜ୍ୟରେ ଚିହ୍ନଟ ହୋଇ ନାହାଁନ୍ତି କୌଣସି କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି ନୂଆ...

କଟକ ସହରରୁ ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୯।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୦୫ ଜଣ ଚିହ୍ନଟ ହୋଇଥିବାବେଳେ ୧୩୩ ଲୋକାଲ...

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି...

କ୍ରୀଡ଼ାକୁ ପ୍ରୋତ୍ସାହନ:ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ମଧ୍ୟରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ନିକଟରେ ଶେଷ ହୋଇଥିବା ଇଣ୍ଡିଆ ସ୍ପୋର୍ଟସ ସମିଟ୍‌ରେ ଏଥିପାଇଁ ରାଜ୍ୟକୁ ପୁରସ୍କୃତ...

‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ...

Coronavirus Update


Archives

Model This Week

Why Dharitri