ଜୁନ୍‌ ୧୭ରେ ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ

ଜେନେଭା, ୨।୬: ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ ଜୁନ୍‌ ୧୭ରେ ହେବ। ଏନେଇ ସୂଚନା ପ୍ରକାଶ ପାଇଛି। ଫ୍ରାନ୍ସ୍‌ର ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ସୂଚନା ପ୍ରକାଶ ପାଇଛି। ପରିଷଦର ୫ ଅସ୍ଥାୟୀ ସଦସ୍ୟତା ପାଇଁ ହେବାକୁ ଥିବା ଏହି ନିର୍ବାଚନରେ ଭାରତ ଏସିଆ ପାସିଫିକ୍‌ ପକ୍ଷରୁ ପ୍ରାର୍ଥୀ ହୋଇଛି। ବିଜୟୀ ହେଲେ ଭାରତ ୨୦୨୧-୨୨ ଦୁଇବର୍ଷ ଲାଗି ଅସ୍ଥାୟୀ ସଦସ୍ୟ ରାଷ୍ଟ୍ର ଭାବେ କାର୍ଯ୍ୟ କରିବ। ସୂଚନାଯୋଗ୍ୟ, ଜାତିସଂଘ ସୁରକ୍ଷା ପରିଷଦରେ ୧୫ ସଦସ୍ୟ ରହିଛନ୍ତି। ସେଥିମଧ୍ୟରେ ୫ ସ୍ଥାୟୀ ସଦସ୍ୟ ରାଷ୍ଟ୍ର ଥିବାବେଳେ ୧୦ ଅସ୍ଥାୟୀ ସଦସ୍ୟ ରହିଛନ୍ତି। ସ୍ଥାୟୀ ସଦସ୍ୟ ରାଷ୍ଟ୍ରଙ୍କ ମଧ୍ୟରେ ଚାଇନା, ଫ୍ରାନ୍ସ୍‌, ରୁଷ୍‌, ବ୍ରିଟେନ୍‌ ଏବଂ ଆମେରିକା ରହିଛି। ସ୍ଥାୟୀ ସଦସ୍ୟ ରାଷ୍ଟ୍ରଙ୍କର ଭିଟୋ କ୍ଷମତା ରହିଛି। ଅପରପକ୍ଷରେ ୧୦ ଅସ୍ଥାୟୀ ସଦସ୍ୟ ରାଷ୍ଟ୍ର ଆଞ୍ଚଳିକସ୍ତରରେ ୨ ବର୍ଷ ପାଇଁ ପରିଷଦରେ କାର୍ଯ୍ୟ କରିବା ଲାଗି ନିର୍ବାଚିତ ହୋଇଥାନ୍ତି। ପ୍ରତିମାସରେ ପରିଷଦର ଅଧ୍ୟକ୍ଷ ରାଷ୍ଟ୍ର ପରିବର୍ତ୍ତିତ ହୋଇଥାନ୍ତି। ଏବେ ଅଧ୍ୟକ୍ଷ ପଦରେ ଫ୍ରାନ୍ସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓହିଓ ଫୁଟବଲ୍‌ ମ୍ୟାଚ୍‌ରେ ଫୁଟିଲା ଗୁଳି

ଓ୍ବାଶିଂଟନ୍‌, ୮।୧୦: ଆମେରିକାର ଓହିଓରେ ଶନିବାର ଏକ ଅଘଟଣ ଘଟିଛି। ଏକ ଫୁଟବଲ ମ୍ୟାଚ୍‌ ସମୟରେ ଷ୍ଟାଡ଼ିୟମ ବାହାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ଜଣଙ୍କୁ ଗୁଳି...

ଦକ୍ଷିଣ ଆଫ୍ରିକାରୁ ଭାରତ ଆସିବ ୧୦୦ ଚିତା ବାଘ

କେପଟାଉନ୍‌/ନୂଆଦିଲ୍ଲୀ,୨୭।୧: ନାମିବ୍ୟା ପରେ ଦକ୍ଷିଣ ଆଫ୍ରିକାରୁ ୧୦୦ରୁ ଅଧିକ ଚିତା ବାଘ ଭାରତକୁ ଆସିବ ବୋଲି ଜଣାପଡିଛି। ଏନେଇ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା...

ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇଙ୍କ ମୃତ୍ୟୁ

ଓ୍ବାଶିଂଟନ, ୭।୭- ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇ ରୋନି ଓ ଡୋନି ଗେଲୟନ ଆଉ ନାହାନ୍ତି। ୬୮ ବର୍ଷ ବୟସରେ ଏହି...

‘ସଠିକ୍‌ ଦିଗରେ ଆଗକୁ ବଢୁଛି ଭାରତ-ଆମେରିକା ସମ୍ପର୍କ’

ଓ୍ବାଶିଂଟନ,୭ା୧୦: ପେଣ୍ଟାଗନ କହିଛି ଯେ, ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କ ସଠିକ ଦିଗରେ ଆଗକୁ ଗତି କରୁଛି। ଏଥି ସହିତ ଉଭୟ ଦେଶ ବିଶେଷ...

ରୁଷିଆ ମିଶାଇଲ୍‌ ମାଡ଼ରେ ୟୁକ୍ରେନର ୧୧ ମୃତ୍ୟୁ: ଆମେରିକାର ନିନ୍ଦା

କିଭ୍‌,୨୭।୧: ଜର୍ମାନୀ ଏବଂ ଆମେରିକା ୟୁକ୍ରେନକୁ ଦଶହଜାର ଟ୍ୟାଙ୍କ ପଠାଇବେ ବୋଲି ଘୋଷଣା କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନ ଉପରେ ପୁଣି ମିଶାଇଲ...

ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ

ମାଦ୍ରିଦ୍‌,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍‌ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି।...

ପିଓକେ ପିଏମ୍‌ଙ୍କୁ ଅପମାନ: ଶେହବାଜଙ୍କ ବିରୋଧରେ ପ୍ରଦର୍ଶନ କରି ରାସ୍ତାରେ ପୋଡ଼ାଜଳା…

ମୁଜାଫରବାଦ,୬।୧୨ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଦ୍ୱାରା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ପ୍ରଧାନମନ୍ତ୍ରୀ ସର୍ଦ୍ଦାର ତନଭୀର ଇଲିୟାସଙ୍କ ପ୍ରତି ହୋଇଥିବା ଅପମାନକୁ ଲୋକେ ବିରୋଧ...

ନିର୍ମାଣ ହେବ ଭାସମାନ ସହର, ଜାତିସଂଘ ଯୋଗାଇବ ସହାୟତା…

ସିଓଲ,୨୦।୧୧: ପ୍ରାୟ ଦୁଇ ବର୍ଷ ପୂର୍ବେ ବିଲଡର୍ସ, ଇଞ୍ଜିନିୟର୍‌ ଏବଂ ସ୍ଥପତିମାନଙ୍କର ଏକ ଗୋଷ୍ଠୀ ମିଳିତ ଜାତିସଂଘରେ ଏକ ଉଚ୍ଚାଭିଳାଷୀ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।...

Advertisement
Archives

Model This Week