ଜୁନ୍‌ ୨୧ରେ କାହିଁକି ପାଳିତ ହୁଏ ଅନ୍ତର୍ଜାତୀୟ ଯୋଗ ଦିବସ

ନୂଆଦିଲ୍ଲୀ,୧୬।୬: ଜୁନ୍‌ ୨୧ରେ ବିଶ୍ୱସ୍ତରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଥାଏ। ଏହି ଦିନକୁ ଚୟନ କରିବା ପଛରେ ରହିଛି ଏକ କାରଣ। ଏହି ଦିନ ଉତ୍ତରଗୋଲାର୍ଦ୍ଧରେ ସବୁଠାରୁ ବଡ଼ ଦିନ ହୋଇଥାଏ। ଏହି ଦିନଠାରୁ ସୂର୍ଯ୍ୟଙ୍କର ଦକ୍ଷିଣାୟନ ହୋଇଥାଏ। ଏହି ସମୟରେ ଆଧ୍ୟାତ୍ମିକ ସିଦ୍ଧି ଲାଗି ପୂଜାଚ୍ଚନା କରାଯାଉଥିବା ଭାରତୀୟ ସଂସ୍କୃତିରେ ଉଲ୍ଲେଖ ରହିଛି। ସୂର୍ଯ୍ୟଙ୍କ ଦକ୍ଷିଣାୟନ ସମୟରେ ଉତ୍ତରଗୋଲାର୍ଦ୍ଧରେ ଧୀରେଧୀରେ ତାପମାତ୍ରା କମିବାରେ ଲାଗେ। ତେଣୁ ଏହି ସମୟରେ ଶରୀରକୁ ଉତ୍ତାପ ଯେଗାଇବା ପାଇଁ ଯୋଗ କରାଯାଇଥାଏ। ତେଣୁ ଦକ୍ଷିଣାୟନର ଆରମ୍ଭ ଦିନକୁ ଯୋଗ ଦିବସ ଭାବେ ପାଳନ କରିବା ଲାଗି ଯୋଜନା କରାଯାଇଥିଲା। ପରେ ୨୦୧୫ ଜୁନ୍‌ ୨୧ଠାରୁ ଏହାର ପାଳନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ଯୋଗ କଲେ ମୋଟୁ ପତଲୁ: ଭିଡିଓ ଭାଇରାଲ

ରାଞ୍ଚି,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର ମନ୍ତ୍ରୀ, ବଲିଉଡ୍‌ କଳାକାର...

ଜାହାଜ ଉପରେ ଯୋଗ ଅଭ୍ୟାସ କଲେ ନୌସେନା

ନୂଆଦିଲ୍ଲୀ,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଯୋଗ ଶିବିରମାନ ଆୟୋଜନ କରାଯାଉଛି। ଏହି କ୍ରମରେ ନୌସେନା କର୍ମଚାରୀମାନେ ମଧ୍ୟ ଯୋଗ ଅଭ୍ୟାସ...

ଯୋଗ ଦିବସ ପୂର୍ବରୁ ଆନିମେଟେଡ୍‌ ଭିଡିଓ ଟୁଇଟ୍‌ କଲେ ମୋଦି

ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦିବସ ପୂର୍ବରୁ ବୁଧବାର ଏକ ଆନିମେଟେଡ ଭିଡିଟ ଟୁଇଟ୍‌ କରିଛନ୍ତି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ଆସନ୍ତା...

ଯୋଗ କରି ଫିଟ୍‌ ରହିଛନ୍ତି ଏହିସବୁ ଅଭିନେତ୍ରୀ

ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍‌ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍‌ ଏଥିପାଇଁ ତ ବଲିଉଡ୍‌ର...

ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ...

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ...

ସୁସ୍ଥ ତଥା ନିରାମୟ ଜୀବନଯାପନ ପାଇଁ ଯୋଗ ଜରୁରୀ

ଜୁନ୍‌ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଇଥାଏ। ୨୦୧୪ ଡିସେମ୍ବର ୧୧ରେ ସଂଯୁକ୍ତ ରାଷ୍ଟ୍ର ମହାସଭାରେ ପ୍ରତିବର୍ଷ ଜୁନ୍‌ ୨୧ରେ ଯୋଗ ଦିବସ...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ...

Advertisement
Archives

Model This Week