ଜୁନ୍‌ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ

ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ ବୋଲି ଜଣେ ଭାରତୀୟ ବୈଜ୍ଞାନିକ ଦାବି କରିଛନ୍ତି। ଚେନ୍ନାଇର ନ୍ୟୁକ୍ଲିୟର ଆଣ୍ଡ ଆର୍ଥ ବିଜ୍ଞାନୀ ଡ. କେ.ଏଲ୍‌. ସୁନ୍ଦରକ୍ରିଷ୍ଣା ଏପରି କହିଛନ୍ତି। ପରାଗ ସମୟରେ ଦ୍ରୁତଗତିରେ ବିଭାଜିତ ହେଉଥିବା ନ୍ୟୁଟ୍ରନ୍‌ରୁ ଉତ୍ପନ୍ନ ହେଉଥିବା ତେଜଷ୍କ୍ରିୟ ଶକ୍ତିରେ କରୋନା ଭୂତାଣୁର ସଂରଚନା ନଷ୍ଟ ହେବାର ଯଥେଷ୍ଟ ସମ୍ଭାବନା ଥିବା ସେ ସୂଚନା ଦେଇଛନ୍ତି। ଗତ ୨୦୧୯ ଡିସେମ୍ବର ୨୬ରେ ହୋଇଥିବା ସୂର୍ଯ୍ୟପରାଗ ସମୟରେ ସୌରଜଗତର ବିଭିନ୍ନ ଗ୍ରହ ମଧ୍ୟରେ ଆକର୍ଷଣ-ମହାକର୍ଷଣ ଶକ୍ତିରେ ପରିବର୍ତ୍ତନ ଯୋଗୁ କରୋନା ଭୂତାଣୁ ସୃଷ୍ଟି ହୋଇଥିବା ସେ କହିଛନ୍ତି। ଏହା ବାୟୁମଣ୍ଡଳର ଉପର ଭାଗରେ ରହି ଧୀରେଧୀରେ ପୃଥିବୀ ପୃଷ୍ଠକୁ ଆସି ମହାମାରୀର ରୂପ ନେଇଥିଲା। ଏବେ ହେବାକୁ ଯାଉଥିବା ସୂର୍ଯ୍ୟପରାଗ କରୋନା ସଂକ୍ରମଣରୁ ମୁକ୍ତି ପାଇବାର ପ୍ରାକୃତିକ ଉପଚାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri