ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୨୫ ତାରିଖରୁ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ ୮ରେ ଶେଷ ହେବ। ପ୍ରଥମ ଦିବସରେ ରାଜ୍ୟପାଳ ଗଣେଶୀ ଲାଲ ଅଭିଭାଷଣ ଦେବେ। ୨୬ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା କରାଯିବ। ୨୭ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ୨୮ରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହେବ। ଜୁଲାଇ ପହିଲାରୁ ବଜେଟ ଆଲୋଚନା ଆରମ୍ଭ ହେବ। ସେହିମାସ ୩ରୁ ୧୧ ତାରିଖ ଯାଏ ବିଧାନସଭା ଅଧିବେଶନ ବନ୍ଦ ରହିବ। ଏହି ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୨ରୁ ଆରମ୍ଭ ହୋଇ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ବଜେଟ ଅନୁମୋଦନ ହେବା ସହିତ ବିଧାନସଭାରେ ଆଗତ ହୋଇଥିବା ବିଭିନ୍ନ ବିଲ୍‌ ଅନୁମୋଦିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri