Posted inଜାତୀୟ

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍‌ ୩୦ରେ ଜନତାଙ୍କ ନିକଟତର ହେବେ। ସାଧାରଣ ଜନତା ସେମାନଙ୍କ ମତ, ମନ୍ତବ୍ୟ ଟୁଇଟର ମାଧ୍ୟମରେ ଦେଇ ପାରିବେ। ଦ୍ୱିତୀୟ ଥର ଦାୟିତ୍ୱ ସମ୍ଭାଳିବା ପରେ ଏହା ହେବ ପ୍ରଥମ ଏପିସୋଡ। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନ ପୂର୍ବରୁ ଫେବୃୟାରୀ ୨୪ରେ ମୋଦିଙ୍କର ଶେଷ ‘ମନ କି ବାତ’ କାର୍ଯ୍ୟକ୍ରମ ପ୍ରଚାରିତ ହୋଇଥିଲା। ଯାହା ମୋଦିଙ୍କ ଲାଗି ଭଲ ଅନୁଭୂତି ଥିଲା ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପରଷ୍ଟାର ସଲମାନଙ୍କ ପଛରେ କାହିଁକି ପଡ଼ିଛି ବିଶ୍ନୋଇ ଗ୍ୟାଙ୍ଗ? ପୁରା ଘଟଣାକ୍ରମକୁ ଜାଣନ୍ତୁ…

ବମ୍ବେ: ଜଣେ ବଲିଉଡ୍‌ ସୁପରଷ୍ଟାର ତ ଅନ୍ୟଜଣେ ଅଣ୍ଡରଓ୍ବାଲ୍ଡର ବଡ଼ ଗ୍ୟାଙ୍ଗଷ୍ଟର। ଫିଲ୍ମ କାହାଣୀ ହୋଇଥିଲେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥାନ୍ତା, ହିରୋ ଜିତି ହୋଇଥାନ୍ତା ହାପି...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

ମହାରାଷ୍ଟ୍ର, ଝାଡଖଣ୍ଡ ନିର୍ବାଚନରେ ହରିୟାଣା ଭଳି ଅବସ୍ଥା ହେବ କି! ସଙ୍କଟରେ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧୫।୧୦: ନିର୍ବାଚନ ଆୟୋଗ ଆଜି ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିବେ। ଅପରାହ୍ନ ୩.୩୦ରେ ଏ ସମ୍ପର୍କରେ ଏକ ଖବରଦାତା ସମ୍ମିଳନୀ...

ନିର୍ବାଚନ ପୂର୍ବରୁ କାହିଁକି ଏମିତି ଘୋଷଣା କଲେ ଶରଦ ପାଓ୍ବାର?

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡରେ ମଙ୍ଗଳବାର ନିର୍ବାଚନ ବିଗୁଲ ବାଜିବାକୁ ଯାଉଛି। ନିର୍ବାଚନ ଆୟୋଗ ମଙ୍ଗଳବାର ଏଥିପାଇଁ ତାରିଖ (ମହାରାଷ୍ଟ୍ର ନିର୍ବାଚନ ତାରିଖ) ଘୋଷଣା କରିବେ।...

‘ଘୋଷଣା ପୂର୍ବରୁ ଭାଜପା ନେତାଙ୍କ ପାଖରେ ଖବର,EC ଏବେ କାଠକଣ୍ଡେଇ’

ରାଞ୍ଚି,୧୫।୧୦: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ନିର୍ବାଚନ କମିଶନ ମଙ୍ଗଳବାର କାର୍ଯ୍ୟକ୍ରମର ଘୋଷଣା କରିବେ। ଏନେଇ କମିଶନଙ୍କ ପକ୍ଷରୁ ଏକ ବୟାନ ଜାରି...

ବିଷ୍ଣୋଇ ଗ୍ୟାଙ୍ଗ ଆମକୁ ନାକେଦମ କରିଦେଲା…, ଟ୍ରୁଡୋ ନେଲେ ଗ୍ୟାଙ୍ଗଷ୍ଟରର ସାହାରା!

ଓଟାଓ୍ବା/ନୂଆଦିଲ୍ଲୀ,୧୫।୧୦: କାନାଡା ଭାରତ ସହ ସମ୍ପର୍କକୁ ନଷ୍ଟ କରିଦେଇଛି। ଜଷ୍ଟିନ ଟ୍ରୁଡୋ ସରକାରଙ୍କ ଖାଲିସ୍ତାନି ପ୍ରେମ ଏତେ ବଢି ଯାଇଛି ଯେ ସେ କୂଟନୈତିକ ସମ୍ପର୍କକୁ...

ମୋତେ ଲାଗିଲା ପାଦ ନିକଟରେ ବାଣ ଫୁଟିଲା, ବାବା ସିଦ୍ଦିକୀଙ୍କ ସହ ଗୁଳି ଲାଗିଥିବା ବ୍ୟକ୍ତି କହିଲେ ଘଟଣା ଦିନର କାହାଣୀ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କ ହତ୍ୟା ସମୟରେ ଗୋଡରେ ଗୁଳି ବାଜିଥିବା ୨୨ ବର୍ଷୀୟ ଯୁବକ ରାଜ କାନୋଜିଆଙ୍କ ଅବସ୍ଥା ବିପଦମୁକ୍ତ ବୋଲି...

ମହାରାଷ୍ଟ୍ର-ଝାଡ଼ଖଣ୍ଡରେ କେବେ ହେବ ନିର୍ବାଚନ ଆଜି ତାରିଖ ଘୋଷଣା କରିବେ ଇସି

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ମଙ୍ଗଳବାର ଘୋଷଣା କରାଯିବ। ଆଜି ଅର୍ଥାତ୍‌ ଅକ୍ଟୋବର ୧୫ ଅପରାହ୍ନରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri