ଜୁନ୍‌ ୩୦ ସୁଦ୍ଧା ସବୁ ଗଁ।କୁ ବିଦ୍ୟୁତ୍‌

ପୁରୀ ଅଫିସ୍‌, ୧୫ା୬: ପୁରୀ ଜିଲାର ସବୁ ଅଞ୍ଚଳକୁ ଜୁନ୍‌ ୩୦ ତାରିଖ ସୁଦ୍ଧା ବିଜୁଳି ପହଞ୍ଚାଯିବ। ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହର ଓ ନିକଟବର୍ତ୍ତୀ ଅଞ୍ଚଳ ତଥା ଯାତ୍ରୀ ଆଶ୍ରୟସ୍ଥଳକୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଇ ଦିଆଯିବ ବୋଲି ସେସୁ ପୁରୀ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଶିବପ୍ରସାଦ ସ୍ବାଇଁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବା ଗାଁ ଡୁମୁରିଗୁଡ଼ା

ଦଶମନ୍ତପୁର,୨୨ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତରେ ଥିବା ଡୁମୁରିଗୁଡ଼ା ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର...

ଲାଗି ରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୬।୮(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଶନିବାର ସକାଳୁ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଅଧିକାଂଶ...

ଓଡ଼ିଶାରେ ପ୍ରଥମ ଘଟଣା: ଡାକ୍ତର ଓ ତାଙ୍କ ସ୍ତ୍ରୀ କରୋନା ପଜିଟିଭ୍‌

କଟକ ଅଫିସ,୨୭।୫: କଟକ ସିଟି ହସ୍ପିଟାଲର ଜଣେ ଡାକ୍ତର ଓ ତାଙ୍କ ସ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ସିଟି ହସ୍ପିଟାଲ...

ସାତକୋଶିଆକୁ ଆସିଲା ୨ ବୋଟ୍‌, ଜେଟି

ବନ୍ତଳା, ୪ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍‌ ବିଶିଷ୍ଟ ୨ଟି ନୂଆ ବୋଟ୍‌ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ...

ବହୁଚର୍ଚ୍ଚିତ ଇତିଶ୍ରୀ ହତ୍ୟା ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ ଅଫିସ,୧୭ା୮: ରାୟଗଡ଼ାର ବହୁଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି। ଏନେଇ କୋରାପୁଟ ମଣ୍ଡଳ...

ରିଂ ରୋଡ୍‌, ଆଡ଼ିବନ୍ଧ ନିର୍ମାଣ ଲାଗି ତତ୍ପରତା

ବାରିପଦା ଅଫିସ,୨୧ା୮- ବାରିପଦା ସହରକୁ ବୁଢ଼ାବଳଙ୍ଗ ନଦୀ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ମୟୂରଭଞ୍ଜ ଜଳସେଚନ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରିଂ...

ଅଣାୟତ୍ତ ବେଳେ ଖୋଲିଦେଲେ

ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ...

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଜବାବ ତଲବ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ବିଞ୍ଝାରପୁର ଥାନା ମଧୁସୂଦନପୁର ପଞ୍ଚାୟତ ରଥସାହି ଗ୍ରାମର ୨ ବର୍ଷ ବୟସ୍କା ଶିଶୁକନ୍ୟା ପିହୁ ଓରଫ ଲକ୍ଷ୍ମୀନାରାୟଣ ନାୟକ ନିଖୋଜ...

Advertisement
Archives

Model This Week