Posted inଜାତୀୟ

ଜୁନ୍‌ ୯ରେ ତିରୁପତି ଗସ୍ତ କରିବେ ମୋଦି

ଗୁଣ୍ଟୁର,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ତିରୁପତି ବାଲାଜି ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆନ୍ଧ୍ର ପ୍ରଦେଶର ଭାଜପା ଅଧ୍ୟକ୍ଷ କାନ୍ନା ଲକ୍ଷ୍ମୀ ନାରାୟଣ ସୂଚନା ଦେଇଛନ୍ତି। ସେଠାରେ ସେ ବାଲାଜି ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସୂଚନାଯୋଗ୍ୟ, ନିର୍ବାଚନ ଜିତିବା ପରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏଡାପଡି ପଲାନିସ୍ବାମୀ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋନ ରେଡ୍ଡି ବାଲାଜି ମନ୍ଦିର ଦର୍ଶନ ପାଇଁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି।…

ଏହି ଅଭିନେତ୍ରୀଙ୍କ ଯୋଗୁ ଭାଙ୍ଗିଗଲା ଥଲାପତି ବିଜୟଙ୍କ ଘର: ବଢୁଛି ଚର୍ଚ୍ଚା

ତାମିଲ ସୁପରଷ୍ଟାର ଥଲାପତି ବିଜୟଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାର ପରିସରକୁ ଆସିଛି। ତାଙ୍କ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମ ଅଭିନେତାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଚେଙ୍ଗାଲପଟୁ…

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟପାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା…

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri