ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା ଦେଇଛନ୍ତି।

ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ମୁତାବକ ଶିମିଳିପାଳକୁ ପୂର୍ବ ବର୍ଷ ତୁଳନାରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିଛି। ୨୦୧୭ ନଭେମ୍ବର ପହିଲାରୁ ୨୦୧୮ ଜୁନ ୧୫ ପର୍ଯ୍ୟନ୍ତ ୩୩ ହଜାର ୪୦୧ ଜଣ ପର୍ଯ୍ୟଟକ ଶିମିଳିପାଳ ଆସିଛନ୍ତି। ସେମାନଙ୍କ ମଧ୍ୟରେ ୧୧ ବିଦେଶୀ ପର୍ଯ୍ୟଟକ ରହିଛନ୍ତି। ସେହିପରି ୨୦୧୮ ନଭେମ୍ବର ପହିଲାରୁ ୨୦୧୯ ଏପ୍ରିଲ ୧୯ ତାରିଖ ମଧ୍ୟରେ ୨୮ ହଜାର ୮୮୨ ଜଣ ପର୍ଯ୍ୟଟକ ଏଠାକୁ ଆସିଛନ୍ତି। ସେମାନଙ୍କ ମଧ୍ୟରେ ୩୦ ବିଦେଶୀ ପର୍ଯ୍ୟଟକ ରହିଛନ୍ତି। ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟ ବିଭିନ୍ନ ପ୍ରଜାତିର ବନ୍ୟପ୍ରାଣୀ, ସରିସୃପ, ବିରଳ ପକ୍ଷୀ ଓ ଜୈବ ବିବିଧତା ପାଇଁ ସାରା ବିଶ୍ୱରେ ବିଖ୍ୟାତ। ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ପ୍ରକୃତିର ମନଲୋଭା ଦୃଶ୍ୟ ସାଙ୍ଗକୁ ଅତି ନିକଟରୁ ବନ୍ୟପ୍ରାଣୀଙ୍କୁ ଦେଖିବାର ସୁଯୋଗ ପାଇଥାନ୍ତି। ଏଥିପାଇଁ ଏହି ଅଭୟାରଣ୍ୟର ସ୍ବତନ୍ତ୍ର ଆକର୍ଷଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri