Posted inଖେଳ

ଜୁଭେଣ୍ଟର ଫରୱାର୍ଡ ଡେବାଲା ସୁସ୍ଥ

ମିଲାନ, ୮ା୫ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜୁଭେଣ୍ଟର ଫରୱାର୍ଡ ପାଉଲୋ ଡେବାଲା ସୁସ୍ଥ ହୋଇଛନ୍ତି। ଡେବାଲାଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥିବା କ୍ଲବ ପକ୍ଷରୁ ପ୍ରକାଶ କରାଯାଇଛି। ଏବେ ସେ କିଛିଦିନ ହୋମ୍‌ ଆଇସୋଲେଶନରେ ରହିବେ। ଗତ କିଛି ସପ୍ତାହଧରି କ୍ରମାଗତ ପରୀକ୍ଷା ହେଉଥିଲେ ହେଁ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସୁଥିଲା। ଜୁଭେଣ୍ଟସ ଏବଂ ଅନ୍ୟ ସିରି ଏ’ କ୍ଲବଗୁଡ଼ିକ ଚଳିତ ସପ୍ତାହରେ ବ୍ୟକ୍ତିଗତ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ତେବେ ପୁରା ଟିମ୍‌ ଟ୍ରେନିଂ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘୧୫ କୋଟି ଟଙ୍କା ନ୍ୟୁଜିଲାଣ୍ଡ ଡଲାରରେ କେତେ ମୋତେ ଜଣା ନ ଥିଲା’

ଖ୍ରୀଷ୍ଟଚର୍ଚ୍ଚ, ୧୯।୨ : ଆଇପିଏଲ ଅକଶନ (ଖେଳାଳିଙ୍କ ନିଲାମ ପ୍ରକ୍ରିୟା) ପୂର୍ବରୁ ମୋତେ ୧୫ କୋଟି ଟଙ୍କାର ମୂଲ୍ୟ ନ୍ୟୁଜିଲାଣ୍ଡ ଡଲାରରେ କେତେ ଜଣା ନ...

ଦଳ ସହ ରାଜକୋଟ ଗସ୍ତ କରିବେ ନାହିଁ ପନ୍ତ

ମୁମ୍ବାଇ, ୧୫।୧- ଅଷ୍ଟ୍ରେଲିଆ ଓ ଭାରତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରାଜକୋଟଠାରେ ଶୁକ୍ରବାର ଖେଳାଯିବ। ସେଠାକୁ ଭାରତୀୟ ଦଳ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ...

୧୪ ବର୍ଷ ପରେ କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ,୫।୬: ପୂର୍ବତନ କ୍ରିକେଟର୍‌ ହରଭଜନ ସିଂ ଭାରତର ଅନ୍ୟତମ ସଫଳ ବୋଲର। ଅନେକ ବିବାଦ କାରଣରୁ ହରଭଜନ ଚର୍ଚ୍ଚାରେ ଥିଲେ। ୧୪ ବର୍ଷ ପୂର୍ବେ ହୋଇଥିବା...

ରାଜସ୍ଥାନ ପାଇଁ ‘କର ବା ମର’ ମ୍ୟାଚ୍‌; ଧୋନୀଙ୍କ ଚେନ୍ନାଇ ବିଜୟ ଲୟ…

ଆବୁଧାବି,୨।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ରାଜସ୍ଥାନ ରୟାଲ୍ସକୁ ଭେଟିବ। ପ୍ଲେ-ଅଫ୍‌ରେ ସ୍ଥାନିତ ଚେନ୍ନାଇ ନିଜର ଫର୍ମ ବଜାୟ...

ଧାଓ୍ବନଙ୍କ ଶତକ: ଦିଲ୍ଲୀ ଶୀର୍ଷକୁ ଫେରିଲା

ଶାରଜା,୧୮।୧୦(ପି.ଟି.): ଅଭିଜ୍ଞ ଓପନର ଶିଖର ଧାଓ୍ବନଙ୍କ ଅପରାଜିତ ଶତକ (୧୦୧ରନ, ୫୮ ବଲ, ୧୪ ଚୌକା, ୧ ଛକା) ଓ ଡେଥ୍‌ ଓଭରରେ ଅକ୍ଷର ପଟେଲଙ୍କ...

ଇରାନିଆନ ଓ୍ବିଙ୍ଗରଙ୍କ ସହିତ ଇଷ୍ଟବେଙ୍ଗଲର ଚୁକ୍ତି

କୋଲକାତା, ୬ା୪ (ପି.ଟି.)- ଇଷ୍ଟ ବେଙ୍ଗଲ ଫୁଟ୍‌ବଲ ଟିମ୍‌ ରବିବାର ଭାରତୀୟ ବଂଶୋଦ୍ଭବ ଇରାନିଆନ ମିଡ୍‌ଫିଲ୍ଡର ଓମିଦ୍‌ ସିଂଙ୍କ ସହିତ ଦୁଇ ବର୍ଷିଆ ଚୁକ୍ତି କରିଛନ୍ତି।...

ନୂଆ ଭାରତର ପ୍ରତିନିଧିତ୍ୱ କରୁଛି: କୋହଲି

ଆଡିଲେଡ୍‌,୧୭।୧୨(ପି.ଟି.): ଅଷ୍ଟ୍ରେଲୀୟ ପୂର୍ବତନ କ୍ରିକେଟର ଗ୍ରେଗ୍‌ ଚାପେଲଙ୍କୁ କଡ଼ା ଜବାବ୍‌ ଦେଇଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଚାପେଲ କୋହଲିଙ୍କୁ ‘ଅଣ ଅଷ୍ଟ୍ରେଲୀୟ ଖେଳାଳିଙ୍କ ମଧ୍ୟ...

ଚକିତ କଲା ଜର୍ଜ ବେଲିଙ୍କ ନୂଆ ବ୍ୟାଟିଂ ଷ୍ଟାନ୍ସ

ହାବର୍ଟ,୧।୧୧- ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଜର୍ଜ ବେଲି ପୁଣି ଥରେ ବ୍ୟାଟିଂ ଷ୍ଟାନ୍ସରେ ପ୍ରୟୋଗ କରିଛନ୍ତି। ଅଷ୍ଟ୍ରେଲିଆର ଘରୋଇ କ୍ରିକେଟ ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଟାସ୍‌ମାନିଆ...

Advertisement
Archives

Model This Week