Posted inଜାତୀୟ

ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ

ନୂଆଦିଲ୍ଲୀ,୩୦।୬: ଆସନ୍ତା ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ ଆୟୋଜନ କରାଯାଇଥିବା ରବିବାର ସୂଚନା ଦିଆଯାଇଛି। ଏହା ପାର୍ଲାମେଣ୍ଟାରୀ ଲାଇବ୍ରେରୀରେ ଜିଏମ୍‌ସି ବାଲଯୋଗୀ ଅଡିଟୋରିୟମରେ ସକାଳ ପ୍ରାୟ ୯ଟା ୩୦ରେ ଆରମ୍ଭ କରାଯିବ। ଲୋକ ସଭା ଓ ରାଜ୍ୟ ସଭାରେ ଥିବା ସମସ୍ତ ଭାଜପା ସଦସ୍ୟ ଏଥିରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି। ଆସନ୍ତା ୫ତାରିଖରେ ବଜେଟ୍‌ ଉପସ୍ଥାପନ ପୂର୍ବରୁ ଏହି ବୈଠକ ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ସମୟ ସୀମା…

ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ...

ସଞ୍ଜୟ ରାଉତଙ୍କୁ ଦ୍ୱିତୀୟ ସମନ ପଠାଇଲା ଇଡି: ଜୁଲାଇ ୧ରେ ହାଜର ହେବାକୁ ନିର୍ଦ୍ଦେଶ

ମୁମ୍ବାଇ,୨୮।୬: ଶିବସେନା ଏମ୍‌ପି ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଦ୍ୱିତୀୟ ସମନ ପଠାଇଛି। ପାତ୍ରା ଚୌଲ ଜମି ଦୁର୍ନିତୀ...

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଆତଙ୍କବାଦୀଙ୍କ ପାଇଁ ଥିଲା ସତର୍କ ସୂଚନା: ଯେଉଁଠି ଲୁଚିଲେ ବି ସେଠି ପହଞ୍ଚିବ ଭାରତୀୟ ସେନା; କହିଲେ ପୂର୍ବତନ ବାୟୁସେନା ମୁଖ୍ୟ

ଚଣ୍ଡିଗଡ଼,୧୫।୧୨: ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀରର ବାଲାକୋଟ୍‌ରେ ଏୟାର ଷ୍ଟ୍ରାଇକ୍‌ କରାଯାଇଥିଲା। ଏହା ଦ୍ୱାରା ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲା ଯେ, ଯେଉଁଠି...

ଏସ୍‌ଏଫ୍‌ଜେର ନୂଆ ଷଡ଼ଯନ୍ତ୍ର: ଖଲିସ୍ତାନ ପତାକା ଉଡ଼ାଇଲେ ମିଳିବ ୧୦ ହଜାର ଡଲାର ପୁରସ୍କାର

ନୂଆଦିଲ୍ଲୀ, ୪।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଶିଖ୍‌ ଫର ଜଷ୍ଟିସ୍‌(ଏସ୍‌ଏଫ୍‌ଜେ) ବିଚ୍ଛିନ୍ନତାବାଦୀ ସଂଗଠନ ପକ୍ଷରୁ ନୂଆ...

ପ୍ରଶାନ୍ତ ଜେଡିୟୁକୁ ବଡ ଦଳ କହିବାରୁ ଜବାବ ଦେଲା ଭାଜପା

ପାଟନା,୩୦।୧୨: ବିହାର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ଏହି ନିର୍ବାଚନକୁ ନେଇ ଜନତା ଦଳ...

ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ...

ଫୋନ ଚାର୍ଜ କଲା ବେଳେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ

କୋଲକାତା,୨୧।୯: କୋଲକାତାଠାରୁ ୨୦ କିମି ଦୂର ବାରାକପୋର ନିକଟସ୍ଥ ଖାର୍ଦର ଏକ ଘରୁ ମିଳିଛି ଗୋଟିଏ ପରିବାର ୩ ସଦସ୍ୟଙ୍କ ମୃତଦେହ। ଘରେ ବର୍ଷା ପାଣି...

୪୦ ହଜାର ତଳେ ଦୈନିକ ସଂକ୍ରମଣ, ମୁତ୍ୟୁ ସଂଖ୍ୟା ୫ ଶହରୁ କମ୍‌…

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

Advertisement
Archives

Model This Week