ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ନିର୍ଧାରିତ ସମୟ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇପାରେ। ନହେଲେ ଅତିବେଶିରେ ଆଉ ଦିନେ କିମ୍ବା ଦୁଇ ଦିନ ଲାଗିପାରେ। ତଥାପି ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଡ଼ିଆଖାନା, ହରିଣ ପାର୍କ ପାଇଁ ଆସିଲା ଗାଇଡ଼ଲାଇନ

ଭୁବନେଶ୍ୱର, ୩୦।୯(ବ୍ୟୁରୋ)- ରାଜ୍ୟରେ ଥିବା ଚିଡ଼ିଆଖାନା ଓ ହରିଣ ପାର୍କ ଆସନ୍ତା ୪ ରୁ ଖୋଲିବ। ଖୋଳିବା ପୂର୍ବରୁ ରାଜ୍ୟ ସରକାର ଗାଇଡ଼ଲାଇନ ଜାରି କରିଛନ୍ତି।...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ଆଜି ୨୭୬ ଅଧ୍ୟାପକଙ୍କୁ ମିଳିବ ନିଯୁକ୍ତିପତ୍ର

ଭୁବନେଶ୍ୱର, ୩୦।୮(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଅଣଅନୁଦାନପ୍ରାପ୍ତ ଡିଗ୍ରୀ କଲେଜଗୁଡ଼ିକରେ ୨୭୬ଜଣ ନୂଆ ଅଧ୍ୟାପକ ନିଯୁକ୍ତ ହେବେ। ରାଜନୀତି ବିଜ୍ଞାନ ଓ ଇଂଲିଶ ବିଷୟ ପାଇଁ...

ତାଲିକାରେ ଅଣସେବକଙ୍କ ନାଁ

ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ...

ମାନସିକ ରୋଗୀଙ୍କୁ ଏକ୍ସପାଏରି ମେଡିସିନ

କଟକ ଅଫିସ, ୩।୭: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ଏସ୍‌ସିବି ମେଡିକାଲରେ ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ମେଡିସିନ। ଏହି ମେଡିସିନ ଖାଇ ଜଣେ ରୋଗୀଙ୍କ ଅବସ୍ଥା ଗୁରୁତର...

ଜଳିଗଲା ବାଇକ୍‌ ଶୋ’ ରୁମ୍‌

ବାଙ୍କୀ,୧୧ା୩(ଡି.ଏନ୍‌.ଏ.): ବାଙ୍କୀ ବଜାରସ୍ଥିତ ଏକ ବାଇକ ଶୋ’ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ଶୋ’ରୁମ୍‌ରେ ଥିବା ବାଇକ୍‌ ସମେତ ସମସ୍ତ କମ୍ପ୍ୟୁଟର ଓ ଆସବାବପତ୍ର ଜଳିପୋଡ଼ି...

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି...

‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି...

Advertisement
Archives

Model This Week