ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ନିର୍ଧାରିତ ସମୟ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇପାରେ। ନହେଲେ ଅତିବେଶିରେ ଆଉ ଦିନେ କିମ୍ବା ଦୁଇ ଦିନ ଲାଗିପାରେ। ତଥାପି ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରେ ମହାପ୍ରଭୁ ପିନ୍ଧିବେ ଘୋଡ଼

ପୁରୀ ଅଫିସ,୧୮ା୧୨: ଶୀତ ଜୋର୍‌ ଧରିବା ଆରମ୍ଭ କଲାଣି। ତେଣୁ ମହାପ୍ରଭୁଙ୍କୁ ଶୀତ ପ୍ରକୋପରୁ ସୁରକ୍ଷିତ ରଖିବା ପାଇଁ ଘୋଡ଼ ଲାଗି କରାଯିବ। ଦରଜି ସର୍ଦ୍ଦାର...

ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ...

ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ...

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌...

ଦ୍ୱିତୀୟ ବିମ୍‌ଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଭୁବନେଶ୍ୱର ଓ ପୁରୀଠାରେ ଦ୍ୱିତୀୟ ବିମଷ୍ଟେକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୦ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ...

୨ ମାସରେ ପ୍ରସ୍ତାବିତ ଖଣିର ସ୍ଥିତି ଜଣାଅ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ଖଣିଗୁଡ଼ିକ ନିଲାମ ପରେ ଉତ୍ତୋଳନ କରିବା ନେଇ ଅନେକ ସମୟ ଗଡ଼ିଯାଉଛି। ତେଣୁ ପ୍ରସ୍ତାବିତ ଖଣିଗୁଡ଼ିକର ବାସ୍ତବିକ ସ୍ଥିତି କ’ଣ ସେ ସମ୍ପର୍କରେ ଏକ ସାର୍ଟିଫିକେଟ...

ରାଜ୍ୟରେ ଆର୍ଥିକ ଭିତ୍ତିରେ ୧୦% ସଂରକ୍ଷଣ ଦାବିରେ ଧାରଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ ଫେବୃୟାରୀ ପହିଲାରୁ ଗରିବ ସାଧାରଣବର୍ଗ ପିଲାଙ୍କ ପାଇଁ ଆର୍ଥିକ ଭିତ୍ତିରେ ଲାଗୁ କରାଯାଇଥିବା ୧୦% ସଂରକ୍ଷଣ ଏ ପର୍ଯ୍ୟନ୍ତ...

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା...

Advertisement
Archives

Model This Week