Posted inଜାତୀୟ

ଜୁଲାଇ ୬ରେ ଇଣ୍ଡିଆ ଗେଟ୍‌ରୁ ଆରମ୍ଭ ହେବ ‘ଏକ ବିଧାନ ଏକ ସମ୍ବିଧାନ’ ଅଭିଯାନ

ନୂଆଦିଲ୍ଲୀ,୩୦।୬: ଜୁଲାଇ ୬ରେ ଜନସଂଘ ସଂସ୍ଥାପକ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଦିବସ ପାଳନ ଅବସରରେ ଇଣ୍ଡିଆ ଗେଟ୍‌ଠାରୁ ‘ଏକ ବିଧାନ ଏକ ସମ୍ବିଧାନ’ ଅଭିଯାନ ଆରମ୍ଭ ହେବ। ସନ୍ଧ୍ୟା ୫ଟାରେ ଏହା ଆରମ୍ଭ କରାଯିବ। ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟଙ୍କ ଦ୍ୱାରା ଏହି ଅଭିଯାନ ଆରମ୍ଭ କରାଯିବ ବୋଲି କୁହାଯାଉଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଦେଶ ଏକ ନିର୍ବାଚନ ଶୈଳୀରେ ପ୍ରସ୍ତୁତ ହୋଇଥିବା କୁହାଯାଉଛି। ଦେଶରେ ସମସ୍ତ ଜନସାଧାରଣଙ୍କ ପାଇଁ ସମାନ ସାମ୍ବିଧାନିକ ବ୍ୟବସ୍ଥା ଉପରେ ଏହି ଅଭିଯାନ ଗୁରୁତ୍ୱ ଦେବ ବୋଲି ଅଶ୍ୱିନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ହଜାରରୁ ଅଧିକ କଳାକାର ବିହୁ ନୃତ୍ୟରେ ସାମିଲ ହୋଇ କରିବେ ଗିନିଜ ୱାଲର୍‌ଡ ରେକର୍ଡ…

ଗୁଆହାଟୀ,୨୮।୨ : ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ସରକାର ବିହୁ ପର୍ବକୁ ରାଜ୍ୟର ସାଂସ୍କୃତିକ ଗର୍ବର ପ୍ରତୀକ ଭାବରେ ବିଶ୍ୱବ୍ୟାପୀ ମାନ୍ୟତା ଦେବାକୁ ଚେଷ୍ଟା...

ବାଂଲାଦେଶକୁ ୨୦ ଘୋଡା, ୧୦ କୁକୁର ଉପହାର ଦେଲା ଭାରତ

ନୂଆଦିଲ୍ଲୀ,୧୨।୧୧:ଭାରତ ଏବଂ ପଡୋଶୀ ବାଂଲାଦେଶ ମଧ୍ୟରେ ସମ୍ପର୍କ ଆହୁରି ମଜଭୁତ କରିବା ପାଇଁ ପ୍ରୟାସ ଚାଲିଛି। ଏହି କ୍ରମରେ ଭାରତୀୟ ସେନା ପକ୍ଷରୁ ବାଂଲାଦେଶ ସେନାକୁ...

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...

୮ ଆଇପିଏସ୍‌ ଅଫିସରଙ୍କୁ ଇଡି ସମନ

କୋଲକାତା,୧୨।୮(ଆଇଏଏନ୍‌ଏସ୍‌):କୋଇଲା ଚୋରା କାରବାର ମାମଲା ସହ ସମ୍ପୃକ୍ତ ପଶ୍ଚିମବଙ୍ଗର ୮ ଜଣ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଫିସରଙ୍କୁ ଜେରା ଲାଗି ଦିଲ୍ଲୀ ମୁଖ୍ୟାଳୟରେ ହାଜର...

ରାଜ୍ୟର ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୋଦି

ଅହମଦାବାଦ,୧୧।୭: ଗୁଜରାଟରେ ଗତ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର...

ଚୟନାତ୍ମକ ଆକ୍ରୋଶ ଓ ମିଥ୍ୟା ବର୍ଣ୍ଣନାକୁ ବିରୋଧ: ମୁହଁ ଖୋଲିଲେ ୬୨ ସେଲିବ୍ରିଟି

ମୁମ୍ବାଇ,୨୭ା୭(ପି.ଟି.): ସଂଖ୍ୟାଲଘୁ ଓ ଦଳିତଙ୍କ ବିରୋଧରେ ଭିଡ଼ହିଂସାକୁ ନେଇ ୪୯ ସେଲିବ୍ରିଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କଠୋର କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ।...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

ପାକ୍‌ ସୀମାରେ ତେଜସ୍‌

ନୂଆଦିଲ୍ଲୀ, ୧୯ା୮ : ଚାଇନା ସହ ସୀମା ବିବାଦ ଜାରି ରହିଥିବାବେଳେ ପାକିସ୍ତାନ ସୀମାରେ ଭାରତୀୟ ବାୟୁସେନା ପକ୍ଷରୁ ମଙ୍ଗଳବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଲ୍‌ସିଏ...

Advertisement
Archives

Model This Week