Posted inରାଜ୍ୟ

ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ୧୪ରେ ଶେଷ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଆସନ୍ତା ଜୁଲାଇ ୮ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏହା ୧୪ ତାରିଖରେ ଶେଷ ହେବ। ମାତ୍ର ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମଶିଷ ହାଜରା ସୂଚନା ଦେଇଛନ୍ତି।

ଏହି ପରୀକ୍ଷା ଲାଗି ଫର୍ମ ପୂରଣ ଶେଷ ହୋଇନାହିଁ। ତେଣୁ କେତେ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି ସ୍ପଷ୍ଟ ହୋଇପାରି ନାହିଁ। ପରୀକ୍ଷାକୁ ତ୍ୱରାନ୍ବିତ କରାଯାଉଛି। ଫଳରେ ଛାତ୍ରୀଛାତ୍ରଙ୍କର ଗୋଟିଏ ବର୍ଷ ନଷ୍ଟ ହେବ ନାହିଁ। ଠିକ୍‌ ସମୟରେ ପରୀକ୍ଷାଫଳ ବାହାରିବା ସହ ସେମାନେ ନୂଆ ପାଠ୍ୟକ୍ରମରେ ନାମ ଲେଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ...

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ...

ଆଶାନୁରୂପ ହେଉନି ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍‌ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି...

ମାଫିଆଙ୍କ କବ୍‌ଜାରେ ନଦୀବନ୍ଧ: ଚାଲିଛି ବେଆଇନ ବାଲି ଓ ମାଟି ଉଠାଣ

ବିଞ୍ଝାରପୁର, ୨ା୬(ଡି.ଏନ.ଏ)- ସରକାର ନଦୀବନ୍ଧ ଉନ୍ନତିକରଣରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ବିିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ନଦୀବନ୍ଧରୁ ବେଆଇନଭାବେ ମାଟି ଓ ବାଲି...

ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର...

ଶୁକ୍ରବାରଠାରୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ ଅଫିସ, ୨୮।୪: ଶ୍ରୀମନ୍ଦିର ସିଂହଦାର ଓ ପଶ୍ଚିମ ଦ୍ୱାର ଦେଇ ଶୁକ୍ରବାରଠାରୁ ଦର୍ଶନ କରିପାରିବେ ଭକ୍ତ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ...

ପୂର୍ବତନ ବିଧାୟକଙ୍କ କଲେଜ ଟପ୍ପର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭାପୁର,୬ା୭(ଡି.ଏନ୍‌.ଏ.): ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୬ଟି କଲେଜର +୨ କଳା ପରୀକ୍ଷାରେ ଏ ବର୍ଷ ଛାତ୍ରୀମାନେ ଟପ୍ପର ହୋଇଛନ୍ତି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏହି...

ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳର ରିଚି ରେଜେନ୍ସିରେ ଥିବା ଜଣେ ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଯାତ୍ରୀ ନିବାସକୁ ପଠାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।...

Advertisement
Archives

Model This Week