ଜେଇଇ ଆଡଭାନ୍ସରେ ଫିଟ୍‌ଜୀ ଛାତ୍ରୀଛାତ୍ରଙ୍କ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର କଟକ ଏବଂ ଭୁବନେଶ୍ୱର ସେଣ୍ଟରର ଛାତ୍ରୀଛାତ୍ର ସଫଳତା ଧାରା ବଜାୟ ରଖିବାକୁ ସକ୍ଷମ ହୋଇଥିବା ଫିଟ୍‌ଜୀ ଭୁବନେଶ୍ୱର ସେଣ୍ଟର ମୁଖ୍ୟ ରାଣାଜୟ ବର୍ଦ୍ଧନ କହିଛନ୍ତି। ପ୍ରତିଷ୍ଠାନର ୪ ବର୍ଷିଆ କ୍ଲାସରୁମ କାର୍ଯ୍ୟକ୍ରମ ଛାତ୍ର ସାୟନ୍ତନ ଧର ସର୍ବଭାରତୀୟ ର଼୍ୟାଙ୍କ ୫୧ତମ ସ୍ଥାନରେ ରହିଛନ୍ତି। ସେହିଭଳି ୫୮ତମ ସ୍ଥାନରେ ଥିବା ଶିବାଶିଷ ନାୟକ ଏବଂ ୮୩ତମ ସ୍ଥାନରେ ଥିବା ପ୍ରତୀକ ଚୌଧୁରୀ ମଧ୍ୟ ୪ ବର୍ଷିଆ କ୍ଲାସରୁମ କାର୍ଯ୍ୟକ୍ରମର ଛାତ୍ର। ଫିଟ୍‌ଜୀର ଦୁଇ ବର୍ଷିଆ କ୍ଲାସରୁମ କାର୍ଯ୍ୟକ୍ରମର ଛାତ୍ର ପୋଷନ ମହାପାତ୍ର ୫୯୬ ତମ ର଼୍ୟାଙ୍କ, ୬୬୦ରେ ହର୍ଷ କୁମାର, ୭୧୩ରେ ରୋମିତ ମହାନ୍ତି ଏବଂ ୮୦୩ ର଼୍ୟାଙ୍କରେ କୌସ୍ତଭ କୁମାର ରହିଛନ୍ତି। ସ୍ବତନ୍ତ୍ର ଟ୍ରେନିଂ ପଦ୍ଧତି, ପ୍ୟାଟର୍ନ ପ୍ରୁଫ ଷ୍ଟଡି ପ୍ୟାକେଜ, ମାସିକ ଏବଂ ଅଲ୍‌ ଇଣ୍ଡିଆ ଟେଷ୍ଟ ସିରିଜ ଭଳି ପଦକ୍ଷେପ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରାଯାଉଥିବା ଫିଟ୍‌ଜୀ ସୂଚନା ଦେଇଛି। ଫିଟ୍‌ଜୀ ଓଡ଼ିଶା ଅପରେଶନର ମେଣ୍ଟର ପି.କେ.ଦାସ ସଫଳ ଛାତ୍ରୀଛାତ୍ରଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri