Posted inଜାତୀୟ

ଜେଇଏମ୍‌ ଆତଙ୍କୀ ମୃତ

ଶ୍ରୀନଗର ୨୩।୪: ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ଗତ ଫେବୃଆରୀ ୧୪ ତାରିଖରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ରୁ ଅଧିକ ସିଆରପିଏଫ ଯବାନ ଶହୀଦ ହୋଇଥିଲୋ। ଏଥିରେ ସମ୍ପୃକ୍ତ ସମସ୍ତ ଜୈଶ-ଇ-ମହମ୍ମଦ (ଜେଇଏମ) ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ଚଳିତ ବର୍ଷ ରାଜ୍ୟରେ ମୋଟ ୬୬ ଆତଙ୍କବାଦୀଙ୍କୁ ସୁରକ୍ଷା କର୍ମୀମାନେ ହତ୍ୟା କରିଥିଲାବେଳେ ସେମାନଙ୍କ ମଧ୍ୟରେ ୨୭ ଜଣ ପାକ୍‌ ସମର୍ଥିିତ ଜେଇଏମ ସଦସ୍ୟ । ଆତଙ୍କବାଦ ପ୍ରତି ମୋଦି ସରକାରଙ୍କ କଠୋର ପଦକ୍ଷେପ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଗତ ୪୫ ଦିନ ମଧ୍ୟରେ ଜେଇଏମ୍‌ର ୧୯ ଜଣ ପ୍ରଶିକ୍ଷିତ ଜିହାଦୀଙ୍କୁ ସୁରକ୍ଷା କର୍ମୀମାନେ ହତ୍ୟା କରିଛନ୍ତନ୍ତି। ପୁଲଓ୍ବାମା ଆକ୍ରମଣ ପରେ ୪ ଜଣ ଜେଇଏମ ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଥିଲାବେଳେ ଅନ୍ୟ ୪ ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରାଯାଇଥିଲା। ଫେବୃଆରୀ ୧୮ରେ ଦୁର୍ଦ୍ଦାନ୍ତ କମରାନ, ମାର୍ଚ୍ଚ ୧୧ରେ ମୁଦାଶିର ଅହମ୍ମଦ ଖାଁ ଓ ସାଜ୍ଜଦ ଭଟ୍ଟ ପ୍ରମୁଖ ସୁରକ୍ଷା କର୍ମୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଚା ଘୋଷ୍‌ଙ୍କୁ ମିଳିଲା ସବୁଠୁ ବଡ଼ ସମ୍ମାନ

କୋଲ୍‌କାତା,୮ା୧୧- ବିଶ୍ୱକପ୍‌ ବିଜୟୀ ଭାରତୀୟ ମହିଳା ଦଳର ଉଇକେଟ୍‌କିପର ବ୍ୟାଟର ରିଚା ଘୋଷ୍‌ଙ୍କୁ ଶନିବାର ଇଡେନ୍‌ ଗାର୍ଡେନ୍ସଠାରେ ଆୟୋଜିତ ଏକ ସମାରୋହରେ ସମ୍ବର୍ଦ୍ଧିତ କରାଯାଇଛି। ତାଙ୍କୁ...

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର...

RBIର ନୂଆ ଉପହାର! ଏବେ ପିଲାମାନେ ବି କରିପାରିବେ ଡିଜିଟାଲ ପେମେଣ୍ଟ, ଲଞ୍ଚ ହେବ Junio UPI Wallet  

ନୂଆଦିଲ୍ଲୀ,୮।୧୧: ଡିଜିଟାଲାଇଜେସନର ଏହି ଯୁଗରେ, ସବୁକିଛି ଡିଜିଟାଲ ହୋଇଯାଇଛି। ଖାଦ୍ୟ ଅର୍ଡର କରିବାଠାରୁ ଆରମ୍ଭ କରି ବିଦ୍ୟୁତ ବିଲ ପୈଠ କରିବା ପର୍ଯ୍ୟନ୍ତ ସବୁକିଛିରେ ଡିଜିଟାଲ...

‘ନ୍ୟାୟର ଭାଷା ଏପରି ହେବା ଉଚିତ ଯାହା ନ୍ୟାୟ ଚାହୁଁଥିବା ବ୍ୟକ୍ତି ବୁଝିପାରିବେ’: ମୋଦି

ନୂଆଦିଲ୍ଲୀ,୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି ଯେ ନ୍ୟାୟ ଖୋଜୁଥିବା ବ୍ୟକ୍ତି ନ୍ୟାୟର ଭାଷା ବୁଝିବା ଉଚିତ। ସେ କହିଛନ୍ତି ଯେ ଆଇନ ପ୍ରସ୍ତୁତ...

ହଠାତ ଲାଲକୃଷ୍ଣ ଆଡଭାନୀଙ୍କ ଘରେ କାହିଁକି ପହଞ୍ଚିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୮।୧୧: ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଏବଂ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ ଶନିବାର ତାଙ୍କର ୯୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି...

‘ସେମାନେ ପିଲାମାନଙ୍କୁ ବନ୍ଧୁକ ଦେଉଥିଲେ, ଆମେ ଲାପଟପ୍‌ ଦେଉଛୁ’, ଆରଜେଡିକୁ ପୁଣି ଟାର୍ଗେଟ କଲେ ମୋଦି

ପାଟନା,୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିହାରର ସୀତାମାଢ଼ି ଏବଂ ବେଟିଆରେ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିଥିଲେ। ରାଲି ସମୟରେ ପ୍ରଧାନମନ୍ତ୍ରୀ ଆରଜେଡି ଏବଂ ଅନ୍ୟ...

କାହିଁକି ଲାଲୁଙ୍କ ପରିବାରକୁ ସିଧାସଳଖ ଟାର୍ଗେଟ କଲେ ଚିରାଗ ପାସଓ୍ବାନ? ଜାଣନ୍ତୁ ଏହା ପଛର ରହସ୍ୟ

ପାଟନା,୮।୧୧: କେନ୍ଦ୍ର ମନ୍ତ୍ରୀ ଏବଂ ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ମୁଖ୍ୟ ଚିରାଗ ପାସୱାନ ଶନିବାର (ନଭେମ୍ବର ୮, ୨୦୨୫) ବିରୋଧୀ ମହାମେଣ୍ଟକୁ ଟାର୍ଗେଟ...

ଟ୍ରେନ୍‌ ଟିକେଟ ବୁକିଂ ପାଇଁ IRCTCର ନୂଆ ନିୟମ: ଜାଣି ରଖନ୍ତୁ ନଚେତ…  

ନୂଆଦିଲ୍ଲୀ,୮।୧୧: ଭାରତୀୟ ରେଳବାଇ ଏବେ ଅନଲାଇନ ଟିକଟ ବୁକିଂ କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ନୂଆ ନିୟମ ଲାଗୁ କରିଛି। ସକାଳ ସମୟରେ ଟିକଟ ବୁକିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri