Posted inଜାତୀୟ

ଜେଏନ୍‌ୟୁର ମୁଖାପିନ୍ଧା ଆକ୍ରମଣକାରୀ ଏବିଭିପି ସମର୍ଥକ: ଆକ୍ରମଣ ପୂର୍ବରୁ ଏବଂ ପରେ ଲିଭାଯାଇଥିଲା ଷ୍ଟ୍ରିଟ୍‌ ଲାଇଟ୍‌ !

ନୂଆଦିଲ୍ଲୀ, ୧୧।୧: ଜେଏନ୍‌ୟୁରେ ଜାନୁୟାରୀ ୫ରେ ରାତି ଅନ୍ଧାରରେ କ୍ୟାମ୍ପସ୍‌ରେ ପଶି କିଛି ଦୁର୍ବୃତ୍ତ ଗୁଣ୍ଡାରାଜ ଚଳାଇଥିଲେ। ଶିକ୍ଷାର୍ଥୀ ଏବଂ ଅଧ୍ୟାପକଙ୍କୁ ନିସ୍ତୁକ ପିଟି ଥିବା ସମସ୍ତ ଦୁର୍ବୃତ୍ତ ଏବିଭିପି ସମର୍ଥକ ବୋଲି କିଛି ଗଣମାଧ୍ୟମ ସଂସ୍ଥାର ପକ୍ଷରୁ କରାଯାଇଥିବା ଅଣ୍ଡର କଭର ଷ୍ଟ୍ରିଙ୍ଗ ଅପରେଶନ୍‌ରୁ ଜଣାପଡ଼ିଥିବା କୁହାଯାଉଛି। ଷ୍ଟ୍ରିଙ୍ଗ୍‌ ଅପରେଶନ୍‌ରେ ଫ୍ରେଞ୍ଚ୍‌ ଡିଗ୍ରୀ ପାଠ୍ୟକ୍ରମର ପ୍ରଥମ ବର୍ଷର ଛାତ୍ର ଅକ୍ଷତ ଅଓ୍ବସ୍ତି ନିଜକୁ ଏବିଭିପି କର୍ମୀ ବୋଲି ସ୍ବୀକାର କରିଥିଲେ। ଘଟଣା ଦିନ ୨୦ରୁ ଅଧିକ ଏବିଭିପି ସମର୍ଥକ କ୍ୟାମ୍ପସ୍‌ରେ ପଶିଥିଲେ। ଆକ୍ରମଣ ପୂର୍ବରୁ ଏବଂ ପରେ କ୍ୟାମ୍ପସ୍‌ର ଷ୍ଟ୍ରିଟ୍‌ ଲାଇଟ୍‌କୁ ଲିଭାଯାଇଥିଲା ବୋଲି ସେ କରିଥିଲେ। ତେବେ ଏବେ ଅକ୍ଷତ ପୂର୍ବରୁ ନିଜେ ସ୍ବୀକାର କରିଥିବା କଥାକୁ ଅସ୍ବୀକାର କରିଥିବା କୁହାଯାଉଛି। ସେ ଏବିଭିପିର କର୍ମୀ ନୁହଁନ୍ତି। ସେ ସଂଗଠନକୁ ଜାଣି ନ ଥିବା ଷ୍ଟ୍ରିଙ୍ଗ୍‌ ଅପରେଶନ୍‌ ପରେ କହିଛନ୍ତି। ତେବେ ଘଟଣାର ସତ୍ୟାସତ୍ୟ ପାଇଁ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?