Posted inଜାତୀୟ

ଜେଏନ୍‌ୟୁ ବିକ୍ଷୋଭରେ ଦୀପିକା

ନୂଆଦିଲ୍ଲୀ,୮ା୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଙ୍ଗଳବାର ରାତିରେ ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ କପଡ଼ା ବାନ୍ଧି ଆକ୍ରମଣ କରାଯିବାରୁ ୩୯ ଜଣ ଆହତ ହୋଇଥିଲେ। ଏହା ପରେ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଥିଲା। ଆକ୍ରମଣକାରୀଙ୍କ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ଦୀପିକା ଅଚାନକ ଜେଏନ୍‌ୟୁରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ସମବେଦନା ସହ ସମର୍ଥନ ଜଣାଇଥିଲେ। ଛାତ୍ରୀଛାତ୍ରଙ୍କ ସହ ପ୍ରାୟ ୧୫ ମିନିଟ ସେ ଏକାଠି ଛିଡ଼ାହୋଇ ଆଲୋଚନା କରିଥିଲେ। ପରେ ଦକ୍ଷିଣ-ପଶ୍ଚିମ ଦିଲ୍ଲୀରେ ଏକ ସାଧାରଣ ସଭାରେ ଯୋଗଦେଇ ସେ ଚାଲିଯାଇଥିଲେ। ପ୍ରକାଶଥାଉ କି, ସୋମବାର ଦୀପିକା ଜେଏନ୍‌ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖି କହିଥିଲେ ଯେ, ଆମେ ନ ଡ଼ରି ଦେଶ ହିତ କଥା ଭାବି ରାଜରାସ୍ତାକୁ ଆସି ପ୍ରତିକ୍ରିୟା ପ୍ରକାଶ କରିପାରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri