Posted inଜାତୀୟ

ଜେଏନ୍‌ୟୁ ବିକ୍ଷୋଭରେ ଦୀପିକା

ନୂଆଦିଲ୍ଲୀ,୮ା୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଙ୍ଗଳବାର ରାତିରେ ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ କପଡ଼ା ବାନ୍ଧି ଆକ୍ରମଣ କରାଯିବାରୁ ୩୯ ଜଣ ଆହତ ହୋଇଥିଲେ। ଏହା ପରେ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଥିଲା। ଆକ୍ରମଣକାରୀଙ୍କ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ଦୀପିକା ଅଚାନକ ଜେଏନ୍‌ୟୁରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ସମବେଦନା ସହ ସମର୍ଥନ ଜଣାଇଥିଲେ। ଛାତ୍ରୀଛାତ୍ରଙ୍କ ସହ ପ୍ରାୟ ୧୫ ମିନିଟ ସେ ଏକାଠି ଛିଡ଼ାହୋଇ ଆଲୋଚନା କରିଥିଲେ। ପରେ ଦକ୍ଷିଣ-ପଶ୍ଚିମ ଦିଲ୍ଲୀରେ ଏକ ସାଧାରଣ ସଭାରେ ଯୋଗଦେଇ ସେ ଚାଲିଯାଇଥିଲେ। ପ୍ରକାଶଥାଉ କି, ସୋମବାର ଦୀପିକା ଜେଏନ୍‌ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖି କହିଥିଲେ ଯେ, ଆମେ ନ ଡ଼ରି ଦେଶ ହିତ କଥା ଭାବି ରାଜରାସ୍ତାକୁ ଆସି ପ୍ରତିକ୍ରିୟା ପ୍ରକାଶ କରିପାରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକାଠି ହୋଇପାରିବେ ନାହିଁ ୫୦ରୁ ଊର୍ଦ୍ଧ୍ୱ ଜନତା

ନୂଆଦିଲ୍ଲୀ,୧୬।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସବୁ ଜିଲା ଅଧିକାରୀଙ୍କର ଏକ ବୈଠକ ଡାକିଥିଲେ।...

ବିହାର ନିର୍ବାଚନ: ୨୯ରେ ବୈଠକ କରିବେ ନଡ୍ଡା

ନୂଆଦିଲ୍ଲୀ,୨୬।୮: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ୍‌ ଦେଖାଦେଇଥିବା ବେଳେ ଭାଜପା ଅଣ୍ଟା...

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ...

ପଦ୍ମ ଧରିଲେ ସାଇନା ନେହଓ୍ବାଲ

ନୂଆଦିଲ୍ଲୀ, ୨୯।୧: ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲ ବୁଧବାର ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲଙ୍କ ସହ ଭାଜପାରେ ଯୋଗଦେଇଛନ୍ତି। ଭାଜପାର ଦିଲ୍ଲୀ କାର୍ଯ୍ୟାଳୟଠାରେ ଦଳର...

ସ୍ବାମୀଙ୍କ ସହ ଖୁସି ନ ଥିଲେ ସ୍ତ୍ରୀ, ପ୍ରେମିକଙ୍କ ସହ ମିଶି କଲେ ଏମିତି…

ଭାଗଲପୁର,୨୮।୮: ବିହାରର ଭାଗଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ହତ୍ୟା କରିଛନ୍ତି। ମହିଳା ଜଣଙ୍କ ନିଜ...

ସତର୍କ କରାଇଲା ଡବ୍ଲ୍ୟୁଏଚ୍‌ଓ: ‘ବିପଜ୍ଜନକ ସ୍ଥିତିରେ ମହାମାରୀ କରୋନା’

ଜେନିଭା, ୨୦ା୬: ମହାମାରୀ କରୋନା ଏବେ ଏକ ନୂଆ ଓ ବିପଜ୍ଜନକ ପର୍ଯ୍ୟାୟରେ ପ୍ରବେଶ କରିଛି। ଗତ ଦୁଇଦିନ ହେବ ଉଗ୍ର ସଂକ୍ରମଣ ଦେଖାଦେଇଛି। ଗୁରୁବାର...

କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର...

ଆଲିଗଡ ବଳାତ୍କାର ଘଟଣାରେ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ: ପ୍ରିୟଙ୍କା

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାରେ ରାଜନୀତି ଜୋର ଧରିଛି। ଦେଶର ବଡ ବଡ...

Coronavirus Update

Archives

Model This Week

Why Dharitri