Posted inଜାତୀୟ

ଜେଏନ୍‌ୟୁ ହିଂସା: ତଥ୍ୟ ସୁରକ୍ଷିତ ରଖିବାକୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୩।୧: ଜେଏନ୍‌ୟୁ ହିଂସା ମାମଲାରେ ତଥ୍ୟ ସୁରକ୍ଷିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ନୋଟିସ୍‌ ଜାରି କରାଯାଇଛି। ୩ ଜଣ ପ୍ରଫେସର ସିସିଟିଭି ତଥ୍ୟକୁ ସୁରକ୍ଷିତ ରଖିବା ଲାଗି ହାଇକୋର୍ଟରେ ଆବେଦନ କରିଥିଲେ। ଏହାର ଶୁଣାଣି କରି ସୋମବାର କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନ ୩ ସୁଦ୍ଧା ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲଠାରୁ କୋର୍ଟ ଏନେଇ ମତାମତ ଲୋଡ଼ିଛନ୍ତି। ସୂଚନାଯୋଗ୍ୟ, ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ସେମିଷ୍ଟର ରେଜିଷ୍ଟ୍ରେଶନ୍‌ ଅନ୍ତିମ ତାରିଖକୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri