ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୭୦ ଜଣଙ୍କୁ ଏଠାରେ କମ୍ପାନୀ ପକ୍ଷରୁ ପୁରସ୍କୃତ କରାଯାଇଛି। ଜେଏମ୍‌ଜି ଅଟୋମୋବାଇଲର ସ୍ବତ୍ୱାଧିକାରୀ ପ୍ରଦୀପ ଅଗ୍ରଓ୍ବାଲ  ଉପସ୍ଥିତ ରହି ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କମ୍ପାନୀର ଗୁଡ୍‌ଲାଇଫ ଯୋଜନା ଗ୍ରାହକଙ୍କ ପାଇଁ କାର୍ଯ୍ୟକାରୀ କରାଯାଇଥିବା ଅଗ୍ରଓ୍ବାଲ କହିଛନ୍ତି। ଏହା ଦ୍ୱାରା ସେବା, ବିକ୍ରି ଓ ଯନ୍ତ୍ରାଂଶ କ୍ରୟ ଉପରେ ଗ୍ରାହକ ପଏଣ୍ଟ ଲାଭ କରିପାରିବେ। ନିର୍ଦ୍ଦିଷ୍ଟ କିଛି ପଏଣ୍ଟ ଅନୁସାରେ ଗ୍ରାହକମାନେ ବିଭିନ୍ନ ଉପହାର ଏହା ଦ୍ୱାରା ଲାଭ କରିପାରିବେ। ସେହିଭଳି ଗ୍ରାହକମାନେ ହିରୋର ଗାଡି କିଣିବା ଲାଗି ଅନ୍ୟ ମାନଙ୍କୁ ଉତ୍ସାହିତ କଲେ ମଧ୍ୟ ପଏଣ୍ଟ ଲାଭ କରିପାରିବେ। ଗ୍ରାହକଙ୍କ ସହ ଯୋଡି ହୋଇ ରହିବା ଲାଗି ଏହା ଏକ ଯୋଜନା ବୋଲି ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri