ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୭୦ ଜଣଙ୍କୁ ଏଠାରେ କମ୍ପାନୀ ପକ୍ଷରୁ ପୁରସ୍କୃତ କରାଯାଇଛି। ଜେଏମ୍‌ଜି ଅଟୋମୋବାଇଲର ସ୍ବତ୍ୱାଧିକାରୀ ପ୍ରଦୀପ ଅଗ୍ରଓ୍ବାଲ  ଉପସ୍ଥିତ ରହି ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କମ୍ପାନୀର ଗୁଡ୍‌ଲାଇଫ ଯୋଜନା ଗ୍ରାହକଙ୍କ ପାଇଁ କାର୍ଯ୍ୟକାରୀ କରାଯାଇଥିବା ଅଗ୍ରଓ୍ବାଲ କହିଛନ୍ତି। ଏହା ଦ୍ୱାରା ସେବା, ବିକ୍ରି ଓ ଯନ୍ତ୍ରାଂଶ କ୍ରୟ ଉପରେ ଗ୍ରାହକ ପଏଣ୍ଟ ଲାଭ କରିପାରିବେ। ନିର୍ଦ୍ଦିଷ୍ଟ କିଛି ପଏଣ୍ଟ ଅନୁସାରେ ଗ୍ରାହକମାନେ ବିଭିନ୍ନ ଉପହାର ଏହା ଦ୍ୱାରା ଲାଭ କରିପାରିବେ। ସେହିଭଳି ଗ୍ରାହକମାନେ ହିରୋର ଗାଡି କିଣିବା ଲାଗି ଅନ୍ୟ ମାନଙ୍କୁ ଉତ୍ସାହିତ କଲେ ମଧ୍ୟ ପଏଣ୍ଟ ଲାଭ କରିପାରିବେ। ଗ୍ରାହକଙ୍କ ସହ ଯୋଡି ହୋଇ ରହିବା ଲାଗି ଏହା ଏକ ଯୋଜନା ବୋଲି ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀ-ନାତିଙ୍କୁ ଏମିତି ଉପହାର ଦେଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୩।୩: ଭାରତର ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଝିଅ ଇଶାଙ୍କ ଯମଜ ସନ୍ତାନ କ୍ରିଷ୍ଣା ଏବଂ ଆଡିଆଙ୍କୁ ‘ଗିଫ୍ଟସ ଟେଲ୍‌ ଅଲ୍‌’ର ଏକ କଷ୍ଟୋମାଇଜ ଉପହାର...

୧୫ ଲକ୍ଷ କୋଟି ଟପିଲା ବଜାର ପୁଞ୍ଜି

ଭୁବନେଶ୍ୱର,୫।୯: ଶେୟାର ବଜାରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଶେୟାର ମୂଲ୍ୟ ବୃଦ୍ଧି ସାଙ୍ଗକୁ ନିକଟରେ ବିଭିନ୍ନ କମ୍ପାନୀର ଅଂଶଧନ କ୍ରୟ ରିଲାଏନ୍ସକୁ ବେଶ୍‌ ଲାଭ ଦେଇଛି। ଫଳରେ ଗତ...

ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି।...

ଏନ୍‌ଆର୍‌ଡିସି ସହ ସୋଆର ରାଜିନାମା

ନୂଆଦିଲ୍ଲୀ,୩।୬ ଭାରତ ସରକାରଙ୍କ ପ୍ରମୁଖ ଗବେଷଣା ସଂସ୍ଥା ନ୍ୟାଶନାଲ ରିସର୍ଚ୍ଚ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଆର୍‌ଡିସି) ସହ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଦ୍ୱିପାକ୍ଷିକ ରାଜିନାମା...

ଓ୍ବାଟର ପ୍ୟୁରିଫାୟର ବଜାର ଅଂଶ ଦୃଢ଼ କରିବ ହାଭେଲ୍ସ

ଭୁବନେଶ୍ୱର,୧୪|୨ – ପ୍ରମୁଖ ଏଫ୍‌ଏମ୍‌ସିଜି ଏବଂ କଞ୍ଜ୍ୟୁମର ଡ୍ୟୁରେବୁଲ କମ୍ପାନୀ ହାଭେଲ୍ସ ଇଣ୍ଡିଆ ଲିମିଟେଡ (ଏଚ୍‌ଆଇଏଲ୍‌) ପକ୍ଷରୁ ଓଡିଶା ବଜାରରେ ନୂଆ ପରିବେଶ ଉପଯୋଗୀ ଓ୍ବାଟର...

୧୦ ଲକ୍ଷଙ୍କୁ ମିଳିପାରେ ନିଯୁକ୍ତି

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ପ୍ରଭାବିତ ହୋଇଥିବା ଫୁଡ୍‌ ସର୍ଭିସେସ୍‌ ଇଣ୍ଡଷ୍ଟ୍ରିଜରେ ପୁଣି ଥରେ ସୁଧାର ପରିଲକ୍ଷିିତ ହୋଇଛି। ଏକ ରିପୋର୍ଟ ମୁତାବକ, ଏହି ଶିଳ୍ପ...

ପିଏମ୍‌ଓଙ୍କ ହସ୍ତକ୍ଷେପ ଲୋଡ଼ିଲା ଏଏଆଇ

ନୂଆଦିଲ୍ଲୀ,୨୪।୩: ଦେଶର ଶିଳ୍ପଗୁଡ଼ିକର ସୁରକ୍ଷା ଓ ଏହାର ସମାଧାନ ଲାଗି ଭାରତୀୟ ଆଲୁମିନିୟମ ସଂଘ (ଏଏଆଇ) ପକ୍ଷରୁ ନିକଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ସମେତ କେନ୍ଦ୍ର କୋଇଲା...

ଏସ୍‌ବିଆଇ କେନ୍ଦ୍ରୀୟ ବୋର୍ଡକୁ ମନୋନୀତ ହେଲେ ଦେବାଶିଷ ପଣ୍ଡା

ନୂଆଦିଲ୍ଳୀ,୨୬-୧: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆର୍ଥତ୍କ ସେବା ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ଦେବାଶିଷ ପଣ୍ଡାଙ୍କୁ ସରକାର ଷ୍ଟେଟ ବ୍ୟାଙ୍କ ଅଫ୍‌...

Advertisement
Archives

Model This Week