Posted inଜାତୀୟ

ଜେଏସ୍‌ପିଏଲ୍‌କୁ ଗୋଲ୍‌ଡେନ ପିକକ୍‌ ସମ୍ମାନ

ନୂଆଦିଲ୍ଳୀ,୭।୩: ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିଃ (ଜେଏସ୍‌ପିଏଲ) କୁ ସମ୍ମାନଜନକ ଗୋଲଡେନ ପିକକ ସିଏସ୍‌ଆର ସମ୍ମାନ – ୨୦୧୯ ପ୍ରଦାନ କରାଯାଇଛି। ଓଡିଶା, ଛତିଶଗଡ ଏବଂ ଝାଡଖଣ୍ଡରେ ବିଭିନ୍ନ ସାମାଜିକ ବିକାଶ କାର୍ଯ୍ୟକ୍ରମ ପାଇଁ ଜେଏସ୍‌ପିଏଲକୁ ଏହି ପୁରସ୍କାର ଦିଆଯାଇଛି I ମୁମ୍ବାଇ ଠାରେ ଇନଷ୍ଟିଚ୍ୟୁଟ ଅଫ ଡାଇରେକ୍ଟର୍ସ (ଆଇଓଡ଼ି) ପକ୍ଷରୁ ଅନୁଷ୍ଠିତ ୧୪ତମ ଅନ୍ତର୍ଜାତୀୟ ସିଏସଆର ସମ୍ମିଳନୀରେ ଜେଏସ୍‌ପିଏଲ ଫାଉଣ୍ଡେଶନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ସି. ଜୋସେଫଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ I ଏହି ଅବସରରେ ଜିଏମ୍‌ଆର ଗ୍ରୁପର ପ୍ରତିଷ୍ଠାତା ଜି ଏମ ରାଓ, ଆଇଓଡ଼ିର ସଭାପତି ଲ୍ୟୁଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଜେ.ଏସ. ଆହଲୁୱାଲିଆ ଏବଂ ଅନ୍ୟାନ୍ୟ ସମ୍ମାନିତ ବ୍ୟକ୍ତିମାନେ ଉପସ୍ଥିତ ଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri