Posted inଖେଳ

ଜେକେଏସ ରାଜ୍ୟ କରାଟେ ଚାମ୍ପିୟନଶିପ୍‌ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(କ୍ରୀଡ଼ା ପ୍ରତିନିଧି)- ଓକିନଓ୍ବା କରାଟେ ସ୍କୁଲ ଆନୁକୂଲ୍ୟରେ ଜାପାନ କରାଟେ ସୋତୋକାଇ(ଜେକେଏସ) କରାଟେ ଚାମ୍ପିୟନଶିପ୍‌ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ସଫଳତାର ସହିତ ସମ୍ପନ୍ନ ହୋଇଛି। କେବଳ ଜେକେଏସ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ଏହି ପ୍ରତିଯୋଗିତାରେ ୭୦୦ ପ୍ରତିଯୋଗୀ ଓ ୧୫୦ ଅଫିସିଆଲ ଅଂଶଗ୍ରହଣ କରିଥିଲେ। ଏମ୍‌ପି ଅପରାଜିତ ଷଡ଼ଙ୍ଗୀ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ବିଧାୟକ ଅତନୁ ସାବ୍ୟସାଚୀ ନାୟକ, ସୁଶାନ୍ତ କୁମାର ରାଉତ, ଅନନ୍ତ ନାରାୟଣ ଜେନା, ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଏସ.ଆର. ସାସମଲ, ଆଦିତ୍ୟ ମିଶ୍ର, ସଞ୍ଜୟ ଶାହ, ଦୀପକ କୁମାର ସାମନ୍ତରା, ସନକ ଦେଓ, ଜୟଦେବ ପଟ୍ଟନାୟକ, ସନ୍ତୋଷ ମହାପାତ୍ର, ବାପୁ ପଟ୍ଟନାୟକ, ପଞ୍ଚାନନ ନାୟକ, ସୁବ୍ରତ ପାତ୍ର, ଘନଶ୍ୟାମ ହାଁସଦା, ସୂର୍ଯ୍ୟ ନାରାୟଣ, ସାରଦା ପ୍ରସାଦ, ଶେଖର ସୁମନ ପ୍ରମୁଖ ରେଫରି ଦାୟିତ୍ୱ ତୁଲାଇଥିଲେ। ସେହିପରି ହିମାଂଶୁ ଭୂଷଣ ଦାସ, ବେଣୁଧର ମଲିକ, ଅନ୍ତର୍ଯ୍ୟାମୀ ବେହେରା, ଏ. ଚିରଞ୍ଜୀବି ରାଓ, ଦେବାଶିଷ ରାଉତ, ଦୀପକ କୁମାର ପଟୁଆରସିଂ, ଜ୍ଞାନରଞ୍ଜନ ନନ୍ଦ, ଏସ.କେ. ସୁଲତାନ, ପ୍ରତାପ କୁମାର ନାୟକ, ଚିରସ୍ମିତା ଭଞ୍ଜଦେଓ, ମଧୁସ୍ମିତା ଭଞ୍ଜଦେଓ, ସନ୍ଦୀପ ପଟ୍ଟନାୟକ, ଅଶୋକ କୁମାର ସିଂ, ଅଭିରାମ, ବେହେରା, ଅନନ୍ତ ଚରଣ ଦାଶ, ଅମରେଶ ପ୍ରଧାନ, ଜୀତେନ୍ଦ୍ର କୁମାର ସାହୁ, ଲଳିତ କୁମାର, ନବ କିଶୋର, ଆଲିସେ ପ୍ରଭା, ଅଭିନାଷ ସିଂ, ଗୋପାଳ ଛୋଟରାୟ, ସୁଦୀପ, ଅଜୟ, ସୌମ୍ୟ, ସୁବ୍ରତ, ଖିମ୍‌ ଥାପ୍ପା, ମେର୍ଲିନ ପ୍ରମୁଖ ଅଫିସିଆଲ ଥିଲେ। ଜାପାନ କରାଟେ ଓଡ଼ିଶା ଆସୋସିଏଶନର ସଭାପତି ତଥା ଜାପାନ କରାଟେ ସୋତୋକାଇ ଇଣ୍ଡିଆର ଉପସଭାପତି ସୌମ୍ୟରଞ୍ଜନ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରତିଯୋଗିତା ପରିଚାଳିତ ହୋଇଥିଲା। ବିଭିନ୍ନ ବୟସ ବର୍ଗରେ ମୋଟ ୧୨୦ଟି ଇଭେଣ୍ଟରେ ପ୍ରତିଯୋଗିତା ହୋଇଥିଲା। ସେମାନଙ୍କ ମଧ୍ୟରେ ଦେବଶ୍ରୀ ମହାନ୍ତି, ସିମରନ ସାମଲ, ସୁଚିସ୍ମିତା ସାହୁ, ଅମିନିତା ଶତପଥୀ, ସୁଶ୍ରୀ ଏଲିନା, ଅନୁସ୍କା ନନ୍ଦ, ଲକ୍ଷ୍ମୀପ୍ରିୟା ରାଉତ, ନିବେଦିତା, ଶର୍ମିଷ୍ଠା ଦ୍ୱିବେଦୀ, ଅନିଶା ତ୍ରିପାଠୀ, ପ୍ରକୃତି ପ୍ରିୟଦର୍ଶିନୀ, ପ୍ରଜ୍ଞା ସାହୁ, ପ୍ରତ୍ୟାଶା ସିଂ, ଋତୁପର୍ଣ୍ଣା ଦାଶ, ସୁପ୍ରିୟା ସେନାପତି, ଅର୍ଣ୍ଣବି କାନାରା, ଅନୁସ୍କା, ବିଜୟଲକ୍ଷ୍ମୀ ସାହୁ, ଆଦ୍ୟାଶା ଦାସ, ମନସା ଜେନା ପ୍ରମୁଖ ବାଳିକା ବିଭାଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri