Posted inଜାତୀୟ

ଜେଟଲୀଙ୍କ ଅନ୍ତିମ ସଂସ୍କାରରେ ବାବୁଲ ସୁପ୍ରିଓଙ୍କ ସମେତ ୧୧ଜଣଙ୍କ ମୋବାଇଲ୍‌ ଚୋରି

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଅନ୍ତିମ ସଂସ୍କାର ଦିଲ୍ଲୀର ନିଗମବୋଧ ଘାଟ ଶ୍ମଶାନରେ ଗତ ରବିବାର ସମ୍ପନ୍ନ ହୋଇଥିଲା। ଏଥିରେ ଯୋଗ ଦେଇଥିବା ୧୧ ଜଣଙ୍କର ମୋବାଇଲ୍‌ ଚୋରି ହୋଇଥିବା ନେଇ ସୋମବାର ଟୁଇଟ୍‌ କରାଯାଇଛି। ଭାଜପା ଏମ୍‌ପି ବାବୁଲ ସୁପ୍ରିଓ ଟୁଇଟ୍‌ କରି ତାଙ୍କର ଫୋନ୍‌ ଗହଳିରେ ଚୋରି ହୋଇଥିବା କହିଛନ୍ତି। ସେହିପରି ପାତଞ୍ଜଳୀ ପ୍ରବକ୍ତା ଏସ୍‌.କେ. ତିଜରଓ୍ବାଲଙ୍କ ଫୋନ୍‌ ମଧ୍ୟ ଚୋରି ହୋଇଛି। ମୋବାଇଲ୍‌ ଚୋରି ନେଇ ଥାନାରେ ୫ଟି ଅଭିଯୋଗ କରାଯାଇଥିବା ପୋଲିସ ସୂଚନା ଦେଇଛି। ସେମାନଙ୍କ ମଧ୍ୟରେ ବାବୁଲ ସୁପ୍ରିଓ ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ

ମୁମ୍ବାଇ,୧୪।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ରବିବାର ସେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟାର କାରଣ...

ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ କଲ୍‌ କଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ ଫୋନ କଲ କରିଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ...

ଏହି ରାଜ୍ୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଜୟପୁର,୧୯।୪: କରୋନା ସଂକ୍ରମଣ ନେଇ ରାଜସ୍ଥାନରେ ସ୍ଥିତ ବେକାବୁ ହେବାରେ ଲାଗିଛି। ଏପରି ସ୍ଥଳେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାର ପକ୍ଷରୁ ରାଜ୍ୟରେ...

ବିଦେଶ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୯।୮: ଭାରତରୁ ବିଦେଶ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର ଅଛି। ଯାତ୍ରୀମାନଙ୍କୁ ଆଉ କରୋନା ଟେଷ୍ଟ ରିପୋର୍ଟ ପାଇଁ କଠିନ ପରିଶ୍ରମ...

କୃଷି ଆଇନ୍‌ ବିରୋଧରେ ବିଧାନସଭାରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୨୭।୧: ରାଜଧାନୀ ଦିଲ୍ଲୀରେ ନୂଆ କୃଷି ଆଇନକୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ବିଧାନସଭାରେ କୃଷି...

ବଦଳିଲା ‘ବାୟୁ’ର ଗତିପଥ: ଆଶ୍ୱସ୍ତ ହେଲେ ଦିଲ୍ଲୀବାସୀ

ନୂଆଦିଲ୍ଲୀ,୧୮।୬: ଗୋଟିଏ ପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ତା’ର ଗତିପଥ ବଦଳାଇ ପୁଣି ଗୁଜରାଟ ମୁହାଁ ହୋଇଥିବା ବେଳେ ଅନ୍ୟପଟେ ଏହାର ପ୍ରଭାବରେ ଦେଶର କିଛି...

ବିଶ୍ୱର କୌଣସି ଶକ୍ତି ଭାରତରୁ ଏକ ଇଞ୍ଚ ଜାଗା ନେଇପାରିବନି: ପ୍ରତିରକ୍ଷା ମନ୍ତ୍ରୀ

ଜମ୍ମୁ,୧୭।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦୁଇ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଶୁକ୍ରବାର ଲେହ ପହଞ୍ଚିଛନ୍ତି। ଏହି ଅବସରରେ ସେ ଭାରତୀୟ ବୀର ଯବାନଙ୍କ ସାହାସ ବୃଦ୍ଧି...

୪ ଏୟାର ଲାଇନ ଉପରେ ଦିଲ୍ଲୀ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮।୪: ମହାରାଷ୍ଟ୍ରରୁ ଦିଲ୍ଲୀ ଆସୁଥିବା ସମସ୍ତ ଯାତ୍ରୀଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟକୁ ଯାଞ୍ଚ କରୁ ନାହାନ୍ତି ୪ ଏୟାର ଲାଇନ। ଏଥିଯୋଗୁ ଇଣ୍ଡିଗୋ, ବିସ୍ତାରା, ସ୍ପାଇସଜେଟ...

Advertisement


Archives

Model This Week