Posted inଜାତୀୟ

ଜେଟଲୀଙ୍କ ଘରେ ପହଞ୍ଚିଲେ ମୋଦି: ପରିବାର ବର୍ଗଙ୍କୁ ଦେଲେ ସ୍ବାନ୍ତନା

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରି ମଙ୍ଗଳବାର ପୂର୍ବାହ୍ନରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ କୈଳାସ କଲୋନୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ସ୍ତ୍ରୀ ସଙ୍ଗୀତା ଜେଟଲୀ, ଝିଅ ସୋନାଲୀ ଏବଂ ପୁଅ ରୋହନଙ୍କୁ ଭେଟିଛନ୍ତି। ସେ ଶୋକ ସନ୍ତପ୍ତ ପରିବାରଙ୍କୁ ସ୍ବାନ୍ତନା ଦେଇଛନ୍ତି। ମୋଦିଙ୍କ ସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଜେଟଲୀଙ୍କ ଘରେ ପହଞ୍ଚିଥିଲେ। ସୂଚନାଯୋଗ୍ୟ, ଜେଟଲୀଙ୍କ ଅନ୍ତିମ ସଂସ୍କାର ସମୟରେ ପ୍ରଧାନମନ୍ତ୍ରୀ ବିଦେଶ ଗସ୍ତରେ ଥିବାରୁ ଏଥିରେ ଯୋଗ ଦେଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri