ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକସଭା, ସ୍ମୃତିଚାରଣ କଲେ ନେତା

ଭୁବନେଶ୍ୱର,୫।୯(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ମୃତିରେ ଗୁରୁବାର ଭୁବନେଶ୍ୱରରେ ଏକ ସର୍ବଦଳୀୟ ଶୋକସଭା ଅନୁଷ୍ଠିତ ହେଉଛି। ଏଥିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ସମସ୍ତ ଦଳର ନେତାମାନେ ଉପସ୍ଥିତ ଅଛନ୍ତି। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକସଭାକୁ ଆସି ନ ଥିବା ଯୋଗୁ ତାଙ୍କ ଶୋକବାର୍ତ୍ତାକୁ ବିଧାୟକ ଦେବୀ ମିଶ୍ର ପଢ଼ି ଶୁଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ବିଜେଡି, ଭାଜପା ଏବଂ କଂଗ୍ରେସର ବହୁ ନେତା ଯୋଗଦେଇ ଜେଟଲୀଙ୍କ ସ୍ମୃତିଚାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ...

ଓଡ଼ିଶା ଛାଡି ବାହାରକୁ କିପରି ଖସିଯାଇଥିଲେ ବିବନ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ଓଡ଼ିଶାରୁ ଖସି...

ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ଘଟଣା : ଯୋଡାରେ ଉତ୍ତେଜନା, ପରିବାରକୁ କ୍ଷତିପୂରଣ ଦାବି

ଯୋଡ଼ା, ୨୯।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଗଣେଶ ଭବନ ଠାରେ ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ କ୍ଷତି ପୂରଣ...

ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ

ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର...

ସତର୍କତାର ସହ ରଜ ପାଳନ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ପରାମର୍ଶ ଦେଇଛନ୍ତି।...

କୋଭିଡ୍‌ ଟିକା ପରେ ମୃତ୍ୟୁ

ତରବୋଡ଼/ନୂଆପଡ଼ା ଅଫିସ, ୨୭।୧: କୋଭିଡ୍‌ ଟିକା କୋଭାକ୍ସିନ ନେବାର ୨ ଦିନ ପରେ ଜଣେ ହସ୍ପିଟାଲ ସୁରକ୍ଷା କର୍ମଚାରୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି ଘଟଣା...

ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement


Archives

Model This Week

Why Dharitri