Advertisement
Posted inଜାତୀୟ

ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର, ଏମ୍ସ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କୁ ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା(ଏମ୍ସ)ରେ ଭର୍ତ୍ତି କରାଯାଇଛି। ଜେଟଲୀଙ୍କ ସାସ୍ଥ୍ୟବସ୍ଥା ସ୍ଥିର ରହିଛି ଏବଂ ଏବେ ସେ ଆଇସିୟୁରେ ଅଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ତାଙ୍କୁ ଦେଖିବା ପାଇଁ ଏମ୍ସ ଯିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଜେଟଲୀଙ୍କ ଫୁସ୍‌ଫୁସ୍‌ରେ ପାଣି ଜମା ହୋଇଥିବାରୁ ସେ ନିଃଶ୍ୱାସପ୍ରଶ୍ୱାସରେ କଷ୍ଟ ଅନୁଭବ କରିବା ପରେ ଅଗଷ୍ଟ ୯ରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ...

ମତଦାନ ପୂର୍ବରୁ ନନ୍ଦିଗ୍ରାମରେ ଲାଗିଲା ୧୪୪ ଧାରା

କୋଲକାତା,୩୧।୩: ନନ୍ଦିଗ୍ରାମରେ ବିଶୃଙ୍ଖଳା କରିବା, ଭୋଟରଙ୍କୁ ଧମକାଇବାକୁ ବାହାର ରାଜ୍ୟରୁ ଗୁଣ୍ଡା ଆସିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ନିର୍ବାଚନ କମିସନଙ୍କ ପାଖରେ ଅଭିଯୋଗ କରି...

କଂଗ୍ରେସ ପ୍ରଚାରକଙ୍କ ସାଇକେଲ ମରାମତି ପାଇଁ ଗାଡ଼ିରୁ ଓହ୍ଲାଇଲେ ପ୍ରିୟଙ୍କା

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ସେ ରାସ୍ତାରେ ଯାଉଥିବାବେଳେ ସ୍ଥାନୀୟ ଗୌରୀଗଞ୍ଜ ଅଞ୍ଚଳରେ...

ଭର୍ଚୁଆଲରେ ରାମଲିଳା ଦର୍ଶନ

ଅଯୋଧ୍ୟା,୧୨ ।୯: ଚଳିତ ବର୍ଷ ଅଯୋଧ୍ୟାରେ ରାମଲିଳା ଦେଖିବାକୁ ସାଧାରଣ ଜନତାଙ୍କୁ ମନା । ଭର୍ଚୁଆଲରେ ଏଥର ହେବ ରାମଲିଳା । ଦୂରଦର୍ଶନ ମାଧ୍ୟମରେ ଏହାର...

କରୋନା ନାଜାଲ ଭ୍ୟାକ୍ସିନକୁ ପରୀକ୍ଷଣ ପାଇଁ ଭାରତ ବାୟୋଟେକକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ଭାରତ ବାୟୋଟେକକୁ ନାକରେ ଦିଆଯିବାକୁ ଥିବା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର...

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ...

‘ସବୁ ଏକ୍‌ଜିଟ୍‌ ପୋଲ୍‌ ମିଛ ନୁହେଁ’

ଶ୍ରୀନଗର,୨୦।୫: ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟକୁ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ସବୁ ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ କେବେହେଲେ...

Advertisement
Archives

Model This Week