Posted inଜାତୀୟ

ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଏମ୍ସ ଗଲେ ମୋହନ ଭାଗବତ

ନୂଆଦିଲ୍ଲୀ,୧୮।୮:ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କୁ ତାଙ୍କ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଛି। ଆରଏସଏସ ମୁଖ୍ୟ ମୋହନ ଭାଗବତ ରବିବାର ଏମ୍ସରେ ପହଞ୍ଚି ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ପ୍ରମୁଖ ଅରୁଣ ଜେଟଲୀଙ୍କୁ ଏମ୍ସ ଯାଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏହା ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଗୃହ ମନ୍ତ୍ରୀ ଅମିତ ଶାହା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଏମ୍ସ ଯାଇଥିଲେ। ସୂଚନାଯୋଗ୍ୟ, ଅଗଷ୍ଟ ୯ରେ ଜେଟଲୀଙ୍କୁ ନିଃଶ୍ୱାସପ୍ରଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଯୋଗୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହା ପରଠାରୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?