Posted inଜାତୀୟ

ଜେଟ୍‌ଲୀ ହେବେନି ମନ୍ତ୍ରୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ଗ୍ରହଣ ଉତ୍ସବର ଗୋଟିଏ ଦିନ ପୂର୍ବରୁ ଅରୁଣ ଜେଟ୍‌ଲୀ ମୋଦି କ୍ୟାବିନେଟ୍‌ରେ ରହିବାକୁ ଅମଙ୍ଗ ହୋଇଛନ୍ତି। ସେ ଏନେଇ ମୋଦିଙ୍କ ପାଖକୁ ଚିଠି ଲେଖିଛନ୍ତି। ତାଙ୍କର ଖରାପ ସ୍ବାସ୍ଥ୍ୟ କାରଣରୁ ସେ ମନ୍ତ୍ରିମଣ୍ଡଳରେ ସାମିଲ ହେବେ ନାହିଁ ବୋଲି ଚିଠିରେ ଦର୍ଶାଇଛନ୍ତି। ସେ ଲେଖିଛନ୍ତି ଗତ ୫ ବର୍ଷରେ ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରିଛି। ଏହା ପୂର୍ବରୁ ଏନଡିଏରେ ମଧ୍ୟ କାମ କରିଛି। ସେହିପରି ବିପକ୍ଷ ଦଳ ନେତା ଭାବେ ମଧ୍ୟ କାର୍ଯ୍ୟ କରିଛି। ମାତ୍ର ଏବେ ସ୍ବାସ୍ଥ୍ୟ ଖରାପ ଥିବାରୁ ମୁଁ ଏସବୁଠାରୁ ଦୂରେଇବାକୁ ଚାହୁଁଛି। ଗତ ୧୮ ମାସ ଧରି ସେ ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଚିକିତ୍ସିତ ହେଉଥିବା ଉଲ୍ଳେଖ କରିଛନ୍ତି। ତାଙ୍କୁ ବିଶ୍ରାମ ତଥା ଚିକିତ୍ସା ପାଇଁ ସମୟ ଆବଶ୍ୟକ ବୋଲି ଜେଟ୍‌ଲୀ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁ ଯାଦବ ଗୁରୁତର, ପ୍ରାର୍ଥନା ପାଇଁ ଅନୁରୋଧ କଲେ ରାବ୍ରି…

ପାଟନା, ୭।୭ : ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର। ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀର ଏମ୍ସ୍‌ରେ ଭର୍ତ୍ତି...

କପିଲ ଶର୍ମାଙ୍କ ଘରେ ଲାଗିଲା ନିଆଁ

ମୁମ୍ବାଇ,୧୯।୭: କମେଡି କିଙ୍ଗ କପିଲ ଶର୍ମାଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟରେ ଗୁରୁବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିବା ଖବର ମିଳିଛି। ଏଥିରେ କେହି ମୃତାହତ ହୋଇ...

ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା

ଲକ୍ଷ୍ନୌ,୧୯।୧୨(ପି.ଟି.): ଉତ୍ତରପ୍ରଦେଶର ହାଥ୍‌ରସ୍‌ରେ ଦଳିତ ଯୁବତୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ବହୁଚର୍ଚ୍ଚିତ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶୁକ୍ରବାର...

ପୁଣିଥରେ ଜମ୍ମୁ-କଶ୍ମୀରରେ ବନ୍ଦ ହେଲା ୨ଜି ମୋବାଇଲ ନେଟଓ୍ବର୍କ ସେବା

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ରବିବାର ପାଳନ କରାଯାଉଛି ୭୧ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀଠାରୁ ପଲ୍ଲୀ ସବୁଠି ଉତ୍ସବ ମୁଖର। ଏହାକୁ ନେଇ ସାରା ଦେଶରେ ସୁରକ୍ଷା...

‘ଆଇପିସି, ସିଆର୍‌ପିସିରେ ହେବ ପରିବର୍ତ୍ତନ’

ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍‌ପିସିରେ ସଂଶୋଧନ ଆଣିବାକୁ...

‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’

ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ...

ବନ୍ୟା ନେଲାଣି ୧୮ ଜୀବନ, ୮ଲକ୍ଷ ଲୋକ ପ୍ରଭାବିତ

ଗୁଆହାଟୀ,୨୨।୫: ବନ୍ୟା ଯୋଗୁ ଆସାମରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବନ୍ୟାରେ ରବିବାର ଆଉ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ...

ପାଇଲଟଙ୍କ କ୍ରାସ୍‌ ଉଡ଼ାଣ ପାଇଁ ପ୍ରସ୍ତୁତି, ୨୭ରେ ଗେହଲୋଟ ସମର୍ଥକ ମନ୍ତ୍ରୀ-ବିଧାୟକଙ୍କ ଦିଲ୍ଲୀ ଯାତ୍ରା…

ଜୟପୁର, ୨୪।୯ : ରାଜସ୍ଥାନରେ ରାଜନୈତିକ ସମୀକରଣ ଦ୍ରୁତ ଗତିରେ ବଦଳୁଛି। ମୁଖ୍ୟନ୍ତ୍ରୀ ପଦବୀ ପାଇଁ ଜଣେ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ସଚିନ ପାଇଲଟ ଅଶୋକ ଗେହଲୋଟଙ୍କ...

Advertisement
Archives

Model This Week