Posted inଜାତୀୟ

ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ ବହୁ ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଜେଟ ପ୍ରିଭିଲେଜ୍‌ ପ୍ରାଇଭେଟ ଲିମିଟେଡ(ଜେପିପିଏଲ୍‌)ରେ ପୁଞ୍ଚି ନିବେଶ ନେଇ ଇଡି ଯାଞ୍ଚ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ୨୦୧୭ ଓ ୨୦୧୮ ବର୍ଷ ଲାଗି ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର ଲାଗି...

ଘରୁ ମୂଷା ଓ ଚୁଚୁନ୍ଦ୍ରାଙ୍କୁ ତଡ଼ିବାର ସହଜ ଉପାୟ…

କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ...

ଏଥର ପୂଜା ପାଇଲେ ସୁନା ଗଣେଶ

ମୁମ୍ବାଇ,୨।୯: ମହାରାଷ୍ଟ୍ରରେ ପ୍ରାୟ ୧୦ ଦିନ ଧରି ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ ବିଭିନ୍ନ ମଣ୍ଡପରେ ଗଣେଶଙ୍କର ଭିନ୍ନ ଭିନ୍ନ ରୂପ...

କରୋନା ନେଲା କିସିଂ ବାବାଙ୍କ ଜୀବନ

ଭୋପାଳ/ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନାର ତାଣ୍ଡବ ଜାରି ରହିଥିବା ବେଳେ କିସିଂ ବାବା ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଆସ୍‌ଲାମର ଆତ୍ମଘୋଷିତ ଭଗବାନ ଭୂତାଣୁ ଆକ୍ରାନ୍ତ ହୋଇ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ...

ମୋଦିଙ୍କୁ ଭେଟିବା ପୂର୍ବରୁ ଯଶୋଦାବେନଙ୍କୁ ଭେଟିଲେ ମମତା

କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ...

୨୪ ଘଣ୍ଟାରେ ଦେଶରେ ୧୫,୯୬୮ ଆକ୍ରାନ୍ତ, ୪୬୫ ମୃତ

ନୂଆଦିଲ୍ଲୀ,୨୪।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ

ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *