Posted inଜାତୀୟ

ଜେଡିୟୁର ଗୁରୁତ୍ୱପୂର୍ଣ୍ଣ ବୈଠକ: ନୀତୀଶଙ୍କ ସହ ଅଛନ୍ତି ପ୍ରଶାନ୍ତ କିଶୋର

ପାଟନା,୯।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ଡିଏର ବିରୋଧି ମମତା ବାନାର୍ଜୀଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିବାକୁ ଯାଇ ଚର୍ଚ୍ଚାରେ ଥିବା ପ୍ରଶାନ୍ତ କିଶୋର ମଧ୍ୟ ଉପସ୍ଥିତ ଅଛନ୍ତି। ଏହାସହ ଦଳର ବରିଷ୍ଠ ନେତା ବଶିଷ୍ଠ ନାରାୟଣ ସିଂ, ପ୍ରବକ୍ତା କେସି ତ୍ୟାଗି, ପ୍ରଦେଶ ଅଧ୍ୟକ୍ଷ ଓ ଜିଲାଧ୍ୟକ୍ଷଙ୍କ ସହ ଅନ୍ୟ ନେତାମାନେ ଉପସ୍ଥିତ ଅଛନ୍ତି। ଆଲୋଚନା ହେଉଛି କି ଏହି ବୈଠକରେ ନୀତୀଶ କୁମାର କୌଣସି ବଡ ନିଷ୍ପତ୍ତି ନେଇପାରନ୍ତି। ସୂଚନାଯୋଗ୍ୟ, ଲୋକସଭା ନିର୍ବାଚନ ପରେ ଏହା ଜେଡିୟୁର ପ୍ରଥମ ବୈଠକ। ଏଥିରେ ପାର୍ଟିର ବିଭିନ୍ନ ମୁଦ୍ଦା ଉପରେ ଆଲୋଚନା କରାଯିବ। ଲୋକ ସଭା ନିର୍ବାଚନ ପରେ ଏବେ ଦଳର ନଜର ରହିବ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ। ଏଥିରେ ଯଦି ପ୍ରଶାନ୍ତ ମମତାଙ୍କୁ ସମର୍ଥନ କରନ୍ତି ତେବେ ନୀତୀଶ ବୋଧହୁଏ ଏହାକୁ ଏଡାଇ ଯାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଂସା ପାଇଁ ପରସ୍ପରକୁ ଦାୟୀ କଲେ ଭାଜପା- ଟିଏମ୍‌ସି

କୋଲକାତା,୧୧।୪: ପଶ୍ଚିମବଙ୍ଗ କୁଚବିହାର ହିଂସାକୁ ନେଇ ଭାଜପା- ଟିଏମ୍‌ସି ମୁହାଁମୁହିଁ। ଯବାନଙ୍କ ଗୁଳିରେ ୪ ଜଣଙ୍କ ମୃତ୍ୟୁକୁ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ନରସଂହାର ବୋଲି...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ...

ଜେଲ୍‌ରୁ ବାହାରିଲେ କୋଚ୍ଚର ଦମ୍ପତି

ମୁମ୍ବାଇ,୧୦।୧: ଭିଡିଓକନ ଋଣ ଜାଲିଆତି ମାମଲାରେ ‘ସିବିଆଇ’ଦ୍ବାରା ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିବା ‘ଆଇସିଆଇସିଆଇ’ ବ୍ୟାଙ୍କର ପୂର୍ବତନ ‘ସିଇଓ’ ଚନ୍ଦା କୋଚ୍ଚର୍‌ ଏବଂ...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ...

ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ

ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଜୟଓ୍ବାଡାଠାରେ...

Advertisement
Archives

Model This Week