Posted inଜାତୀୟ

ଜେଡିୟୁର ଷ୍ଟାର ପ୍ରଚାରକ ତାଲିକାରେ ନାହାନ୍ତି ପ୍ରଶାନ୍ତ-ପବନ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜନତା ଦଳ ୟୁନାଇଟେଡ(ଜେଡିୟୁ) ତା’ର ଷ୍ଟାର ପ୍ରଚାରକଙ୍କ ଏକ ତାଲିକା ଜାରି କରିଛି। ଏଥିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ଦଳର ବଡ଼ ବଡ଼ ନେତାଙ୍କ ନାମ ସାମିଲ କରାଯାଇଛି। ହେଲେ ଏହି ତାଲିକାରେ ପ୍ରଶାନ୍ତ କିଶୋର ଓ ପବନ ବର୍ମାଙ୍କ ନାମ ନ ଥିବା ଜଣାପଡିଛି। ଏହି ତାଲିକାରେ ପ୍ରାୟ ୨୦ ଜଣଙ୍କ ନାମ ଉଲ୍ଲେଖ କରାଯାଇଥିବା ବେଳେ ନୀତୀଶଙ୍କ ନିକଟତର ତଥା ଜେଡିୟୁର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କ ନାଁ ନ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମପରିବର୍ତ୍ତନ ସହିତ ନିଜ ପସନ୍ଦର ଜୀବନସାଥୀ ଚୟନ କରିପାରିବେ ସାବାଳକ: ହାଇକୋର୍ଟ

କୋଲକାତା,୨୩।୧୨: ସାବାଳକମାନେ ଧର୍ମପରିବର୍ତ୍ତନ କରିବା ସହିତ ନିଜ ପସନ୍ଦର ଜୀବନସାଥୀ ଚୟନ କରିପାରିବେ। ଏନେଇ ତାଙ୍କୁ କେହି ବାଧା ଦେଇପାରିବେ ନାହିଁ। କୋଲକାତା ହାଇକୋର୍ଟଙ୍କ ପକ୍ଷରୁ...

ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହେଲେ ରାଜୀବ କୁମାର ,୧୫ରେ ନେବେ ଦାୟିତ୍ୱ

ନୂଆଦିଲ୍ଲୀ,୧୨।୫: ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର। ସେ ମେ’୧୫ରେ ଦାୟିତ୍ୱ ଗ୍ରହଣ କରିବେ। ତେବେ ବର୍ତ୍ତମାନର ନିର୍ବାଚନ କମିଶନର ସୁଶୀଲ...

ଏୟାର ଇଣ୍ଡିଆ କମ୍ପାନୀ ଉପରେ ଲାଗିଲା ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୦।୧: ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ଅଭିଯୋଗରେ ଡିଡିସିଏ ଏୟାର ଇଣ୍ଡିଆ କମ୍ପାନୀ ଉପରେ ୩୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଏଥିସହ...

ବେଲଗାଭିରେ ୧୪୪ ଧାରା

ବେଲଗାଭି/ନୂଆଦିଲ୍ଲୀ ,୨୦।୧୨ : ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ ସୋମବାର ଉଗ୍ର ରୂପ ଧାରଣ କରିଛି। ମହାରାଷ୍ଟ୍ର ଏକୀକରଣ ସମିତି (ଏମ୍‌ଇଏସ୍‌)ର ସଦସ୍ୟଙ୍କ ସହ ଏନ୍‌ସିପି ନେତାମାନେ...

ସିଏଏକୁ ବିରୋଧ କରୁଥିବା ଲୋକଙ୍କୁ ଗୁଳି ମାରିଦେବା ଉଚିତ: ଭାଜପା ମନ୍ତ୍ରୀ

ବେଙ୍ଗାଲୁରୁ,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରୁଥିବା ଲୋକଙ୍କୁ ବିରିୟାନୀ ଖାଇବାକୁ ନୁହେଁ, ଗୁଳି ମାରିଦେବା ଉଚିତ ବୋଲି କହିଛନ୍ତି କର୍ନାଟକର ୟେଦୁରପ୍ପା ସରକାରରେ ମନ୍ତ୍ରୀ...

ବିବାହରେ କେତେ ଅତିଥି ଯୋଗ ଦେବେ ତାହା ସ୍ଥିର କରିବେ ସରକାର

ନୂଆଦିଲ୍ଲୀ,୨୧।୫: ରାଜଧାନୀ ଦିଲ୍ଲୀରେ ହୋଟେଲ, ମୋଟେଲ ଓ ବଡ ବଡ ଫାର୍ମ ହାଉସରେ ହେଉଥିବା ବିବାହରେ ଖାଦ୍ୟ ନଷ୍ଟ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ...

ଏଠାରେ ଲୋକେ ଭୟରେ କରନ୍ତିନି ଦୁର୍ଗା ପୂଜା…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଦେଖାଯାଇଥାଏ। ଝାଡ଼ଖଣ୍ଡର ୪ଟି ଜିଲାରେ ଶାରଦୀୟ ଦୁର୍ଗା ପୂଜା ପାଳିତ ହୋଇ ନ ଥାଏ। ଏଠାରେ ବାସ...

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ଼,୧୪।୭: କ୍ରିକେଟରରୁ ରାଜନେତା ହୋଇଥିବା କଂଗ୍ରେସର ନବଜୋତ ସିଂ ସିଦ୍ଧୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ରବିବାର ଟୁଇଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ପୂର୍ବତନ...

Advertisement
Archives

Model This Week