ଜେଲରେ ଅନଶନ, ୧୦ ଅସୁସ୍ଥ

ତାଳଚେର, ୮ା୧୨(ନି.ପ୍ର.)- ଖଣି ବନ୍ଦ ଆନ୍ଦୋଳନ ଯୋଗୁ ଗତ ୫ରେ କଲିୟାରୀ ପୋଲିସ ଡଅଁରା ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ପୋଲିସର ଏହି ଗିରଫଦାରୀକୁ ବିରୋଧ କରି ସେମାନେ ଜେଲରେ ଅନଶନ ଚଳାଇଛନ୍ତି। ସେମାନଙ୍କ ମଧ୍ୟରୁ ଶୁକଦେବ ସାହୁ, ବିଜୟ ବେହେରା, ସନ୍ତୋଷ ଦେହୁରୀ, ବିମଳ ସାହୁ, ନାରାୟଣ ଦେହୁରୀଙ୍କ ସମେତ ୧୦ ଜଣ ଅସୁସ୍ଥ ହୋଇପଡିଥିବା ଜଣାପଡିଛି। ସେମାନଙ୍କୁ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଅବଶିଷ୍ଟ ୯ ଅନଶନକାରୀ ଖାଦ୍ୟ ଗ୍ରହଣ କରିଥିବା ଜେଲ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଭଞ୍ଜନଗର,୨୯।୯(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍‌ ଭାବେ ମିଳିପାରୁ ନାହିଁ।...

ଟାୟାର ଜାଳି ୫୯ନଂ. ଜାତୀୟ ରାଜପଥ ଅବରୋଧ

ଦାରିଙ୍ଗବାଡ଼ି,୮ା୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଗ୍ରାମ ନିକଟ ୫୯ନଂ. ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏ...

ଏନ୍‌ଏଚ୍‌ କଡ଼ରେ ଲାଗୁଛି ଘରୋଇ ପ୍ରଚାରପତ୍ର

ରସୁଲପୁର,୧୬ା୧(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳ ଦେଇ ୨ ଜାତୀୟ ରାଜପଥ(ଏନ୍‌ଏଚ୍‌) ୧୬ ଓ ୨୦ ନମ୍ବର ଅତିକ୍ରମ କରିଛି। ମାତ୍ର ଏହି ୨ ରାଜପଥ କଡ଼ରେ ବେଆଇନ...

ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ

ତିହିଡ଼ି,୮।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ସିପିଏମ୍‌ ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବୁଧବାର ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଶୋଭାଯାତ୍ରାରେ ତିହିଡ଼ି ବଜାର...

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା...

ଜେଏନ୍‌ୟୁରେ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିଭିନ୍ନ ସଂଗଠନର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୮ା୧-ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଛାତ୍ରୀଛାତ୍ର ଓ ଅଧ୍ୟାପିକାଅଧ୍ୟାପକଙ୍କ ଉପରେ ରବିବାର ହୋଇଥିବା ଆକ୍ରମଣକୁ ନେଇ ଏବେ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇବା ସହ...

ଉଠିିଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଥାଳ

ସମ୍ବଲପୁର,୧୫ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ଥାଳ ଉଠିଛି। କରୋନା କଟକଣାରେ ପରମ୍ପରା ଅନୁସାରେ କାର୍ଯ୍ୟ ସମ୍ପନ୍ନ ହୋଇଛି। ପ୍ରମୁଖ ଶୈବପୀଠ ବାଲିବନ୍ଧା...

Advertisement
Archives

Model This Week