କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ପହଞ୍ଚି ନ ଥିବାରୁ ମୃତଦେହ ଉଦ୍ଧାର କରାଯାଇପାରିନାହିଁ ା ମୃତ କଏଦୀଙ୍କ ନାମ ପ୍ରଦୀପ ବେହେରା। ତାଙ୍କ ଘର ତେଲକୋଇ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ। ସେ ଗତ ଜୁଲାଇରେ ପୋକ୍ସ ଆକ୍ଟରେ ଗିରଫ ହୋଇ ଜେଲ ହାଜତକୁ ଆସିଥିଲେ। ତାଙ୍କ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ତଦନ୍ତ ପରେ ଆତ୍ମହତ୍ୟାର କାରଣ ଜଣାପଡିବ ବୋଲି ଜେଲ ଅଧୀକ୍ଷକ ଗରୀବ ସାହୁ କହିଛନ୍ତି। ଗିରଫ ପରେ ସେ ମାନସିକ ଚାପରେ ଥିଲେ ବୋଲି ଜଣାପଡିଛି ା ତେବେ ଜେଲରେ ଅନ୍ୟ କଏଦୀ ତଥା କର୍ମଚାରୀଙ୍କ ଚଳ ପ୍ରଚଳ ସତ୍ତ୍ୱେ ପ୍ରଦୀପ କିପରି ଆତ୍ମହତ୍ୟା କଲେ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା
ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…
ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି
ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…
ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…
ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…
ବିପଦ ସାଜିଲା ଓଭରଟେକ୍, ବିଲକୁ ପଶିଗଲା ୨ ବସ୍, ଆଉ ତା’ ପରେ…
ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…
Archives

