Posted inଜାତୀୟ

ଜେଲ୍‌ରେ ଚିଦାମ୍ବରମଙ୍କୁ ଭେଟିବା ପାଇଁ କଂଗ୍ରେସ ନେତାଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୬।୯: କଂଗ୍ରେସ ନେତାଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରଙ୍କୁ ଭେଟିବାକୁ ତିହାର ଜେଲ୍‌ ଯାଇଥିଲେ। ହେଲେ ସେଠାରେ ସେମାନେ ଚିଦାମ୍ବରମଙ୍କୁ ଭେଟିପାରି ନ ଥିଲେ। କାରଣ ଭେଟିବା ପାଇଁ ନିର୍ଦ୍ଧାରିତ ଥିବା ସମୟ ସୀମା ଶେଷ ହୋଇଯାଇଥିଲା, ତେଣୁ ତାଙ୍କୁ ଭେଟିବାକୁ ଅନୁମତି ଦିଆଯାଇ ନ ଥିଲା। ସୂଚନାଯୋଗ୍ୟ, ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଶୁଣାଣି କରି ଚିଦାମ୍ବରଙ୍କୁ ତିହାଡ ଜେଲ୍‌କୁ ପଠାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ...

ଏକକ ଦେୱାନି ସଂହିତା ସପକ୍ଷରେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଭାରତରେ ଏକକ ଦେୱାନି ସଂହିତା (ୟୁସିସି) ପ୍ରସ୍ତୁତ କରିବା ସପକ୍ଷରେ ଶୁକ୍ରବାର ସୁପ୍ରିମକୋର୍ଟ ଗୁରୁତ୍ୱ ଦେଇଛନ୍ତି। ୧୯୮୨ରେ ଏନେଇ ପ୍ରୋତ୍ସାହନ ଦେବା ସତ୍ତ୍ୱେ ସେବେଠୁ...

ସୁପ୍ରିମକୋର୍ଟରେ ଲଢ଼େଇ

ନୂଆଦିଲ୍ଲୀ,୧।୮(ପି.ଟି.): ମହାରାଷ୍ଟ୍ରରେ ଶିବସେନାର ବିଦ୍ରୋହୀ ଗୋଷ୍ଠୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ହଟାଇ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ସରକାର ଗଢ଼ିବା ପରେ ପ୍ରକୃତ ଶିବସେନା କିଏ, ତାକୁ...

ମୁଙ୍ଗେର ହିଂସା: ହଟିଲେ ଡିଏମ୍‌-ଏସ୍‌ପି

ପାଟନା, ୨୯।୧୦: ଦଶହରାରେ ଦୁର୍ଗା ମୂର୍ତ୍ତି ବିସର୍ଜନ ସମୟରେ ବିହାରର ମୁଙ୍ଗେରରେ ହୋଇଥିବା ହିଂସା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...

ପ୍ରିୟଙ୍କା-ସତିଶ ମିଶ୍ରା ଗୃହବନ୍ଦୀ

ଲକ୍ଷ୍ନୌ,୪ ।୧୦: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ହୋଟେଲରେ କାନପୁରରର ବ୍ୟବସାୟୀ ମନିଷ ଗୁପ୍ତାଙ୍କୁ ପୋଲିସର ମାଡ ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଶେଷ...

ମାସ୍କ ବ୍ୟବହାର କମୁଛି: ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ...

ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି

ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର...

୫ ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ୫ ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶନିବାର ସମୀକ୍ଷା ବୈଠକ ବସିବ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ।...

Advertisement
Archives

Model This Week