Posted inଜାତୀୟ

ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା

ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍‌ ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ କେବଳ ଏତିକି କହିଥିଲେ, ମୋତେ କେବଳ ଏବେ ଭାରତର ଅର୍ଥନୀତି ଚିନ୍ତା ରହିଛି। ଏନେଇ ସେ କେନ୍ଦ୍ର ସରକାରଙ୍କୁ ଉପରେ ବର୍ଷିଥିଲେ। ତେବେ ତିହାର ଜେଲରେ ଏହି ପୂର୍ବତନ କେନ୍ଦ୍ର ଅର୍ଥ ଓ ଗୃହମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳିବ, ସେନେଇ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଅବଶ୍ୟ ଜେଲର ଅନ୍ୟ କଏଦୀଙ୍କ ଭଳି ଚିଦାଙ୍କ ସହ ବ୍ୟବହାର କରାଯିବ ବୋଲି ତିହାର କର୍ତ୍ତୃପକ୍ଷ କହିଛନ୍ତି। ହେଲେ ଚିଦାଙ୍କ ଓକିଲ କପିଲ ଶିବଲ କୋର୍ଟରେ ତାଙ୍କୁ ଜେଲରେ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ନିବେଦନ କରିଛନ୍ତି। ଏଥିସହ ସ୍ବତନ୍ତ୍ର ଚଷମା ନେବାକୁ କୋର୍ଟ ଅନୁମତି ଦିଅନ୍ତୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ନେଇ ଆସାମରେ ଶାହାଙ୍କୁ କଳା ପତାକା ପ୍ରଦର୍ଶନ

ଗୁଆହାଟି, ୨୫।୧: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅସାମ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ ସହିତ ମଶାଲ...

କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ବନ୍ଦ: ପ୍ରଭାବିତ ଘରକୁ କରାଯିବ ସିଲ୍‌

ବେଙ୍ଗାଲୁର, ୧୪।୬: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଯୋଜନା ଅନୁସାରେ ବେଙ୍ଗାଲୁର୍‌ ସହରରେ...

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା...

ପଞ୍ଜାବ ନିର୍ବାଚନ ପୂର୍ବରୁ ଭାଜପାରେ ସାମିଲ ହେବେ ହରଭଜନ ସିଂ!

ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଞ୍ଜାବ ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଷ୍ଟିକରେ ଉପହାର ଦେଇ ଜରିମାନା ଗଣିଲେ ମେୟର

ବେଙ୍ଗାଲୁରୁ,୪।୮: କର୍ନାଟକ ବେଙ୍ଗାଲୁରୁର ମେୟର ଗଙ୍ଗାମବିକି ମଲ୍ଲିକାର୍ଜୁନ ୫ଶହ ଟଙ୍କା ଜରିମାନା ଦେଇଛନ୍ତି। କାରଣ ନିକଟରେ ସେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କୁ ସାକ୍ଷାତ୍‌ କରି...

ବଦଳିଲା ମାନବ ସମ୍ବଳ ମନ୍ତ୍ରଣାଳୟ ନାମ

ନୂଆଦିଲ୍ଲୀ, ୨୯।୭: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ନାମକୁ ପରିବର୍ତ୍ତନ କରାଯାଇଛି। ଏବେ ଏହା ଶିକ୍ଷା ମନ୍ତ୍ରଣାଳୟ ଭାବେ କାର୍ଯ୍ୟ କରିବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ...

କଶ୍ମୀର ଡାକ୍ତରଙ୍କ ଛୁଟି ବାତିଲ

ଜମ୍ମୁ,୯ ।୭: ଅମରନାଥରେ ହୋଇଥିବା ବାଦଲ ଫଟା ବର୍ଷା ଯୋଗୁ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏହାସହ କେତେଜଣ ନିଖୋଜ...

ସାରା ଦେଶରେ ଶୀତ ଲହରି ଜାରି

ନୂଆଦିଲ୍ଲୀ,୨୯ା୧୨(ପି.ଟି.): କିଛିଦିନ ହେଲା ଉତ୍ତର ଭାରତ ସମେତ ସାରା ଦେଶ ଶୀତରେ ଥରୁଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ...

Advertisement
Archives

Model This Week