Posted inଜାତୀୟ

ଜେଲ୍‌ ଯିବେ ନାହିଁ ଚିଦାମ୍ବରମ

ନୂଆଦିଲ୍ଲୀ,୨।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ତାଙ୍କ ଓକିଲ କପିଲ ଶିବ୍ବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ କି ଚିଦାମ୍ବରଙ୍କୁ ଜେଲ୍‌ ପଠା ନ ଯାଇ ଗୃହବନ୍ଦୀ ଭାବେ ରଖାଯାଉ। ଏହାପରେ କୋର୍ଟ ଚିଦମ୍ବରମଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ କହିଛନ୍ତି। ଏହାର ଶୁଣାଣି ସୋମବାର ହିଁ ହେବ। ଯଦି ଏଠାରେ ତାଙ୍କୁ ଜାମିନ ନ ମିଳେ ତେବେ ତାଙ୍କର ରିମାଣ୍ଡ ଅବଧି ବଢାଯିବ ବୋଲି କୋର୍ଟ କହିଛନ୍ତି। ତେଣୁ ଏବେ ସେ ତିହାର ଜେଲ୍‌ ଯିବେନାହିଁ ବୋଲି ଅନୁମାନ କରାଯାଉଛି। ଏମିତି ହେଲେ ଆସନ୍ତା ୫ ତାରିଖ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ତାଙ୍କ ରିମାଣ୍ଡ ଅବଧି ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

୪ ରାଜ୍ୟରେ ଗଜଓ୍ବା-ଇ-ହିନ୍ଦ୍‌ ଆତଙ୍କବାଦୀ ସଂଗଠନର ୧୦୦ରୁ ଅଧିକ ସଦସ୍ୟ…

ନୂଆଦିଲ୍ଲୀ,୨୧।୭ : ବିହାର, ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଏବଂ ତେଲେଙ୍ଗାନା ଆଦି ୪ ରାଜ୍ୟରେ ଗଜଓ୍ବା-ଇ-ହିନ୍ଦ୍‌ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏସବୁ ରାଜ୍ୟରେ ଏଟିଏସ,ଏନଆଇଏ,...

ଦିଲ୍ଲୀର ଗୋକୁଲପୁରୀରେ ଭୟଙ୍କର ଅଗ୍ନିକାଣ୍ଡ: ୭ଜୀବନ୍ତଦଗ୍ଧ

ନୂଆଦିଲ୍ଲୀ,୧୨।୩: ରାଜଧାନୀ ଦିଲ୍ଲୀର ଗୋକୁଲପୁରୀ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ ଜଣ ଜୀବନ୍ତଦଗ୍ଧ ହୋଇଯାଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ...

ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା: ଏପର୍ଯ୍ୟନ୍ତ ଗଲାଣି ୪ ଜୀବନ

କୋଲକାତା, ୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ନିର୍ବାଚନରେ ଟିଏମ୍‌ସି ଭାଜପାକୁ ପରାସ୍ତ କରିଥିବା ସତ୍ତ୍ୱେ...

ବିଦେଶ ଯିବା ପାଇଁ ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକଙ୍କୁ ନେବାକୁ ପଡ଼ିବ ୧୮ କୋଟି ଟଙ୍କାର ଟିକେଟ

ନୂଆଦିଲ୍ଲୀ,୯।୭: ବଢିଛି ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋୟଲଙ୍କ ଅଡୁଆ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କୁ ବିଦେଶ ଯିବାକୁ ଅନୁମତି ଦେବାଲାଗି ମନା କରି ଦେଇଛନ୍ତି।...

ଆଇଏନଏସ ମୋର୍ମୁଗାଓ ନୌସେନାର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବ…

ମୁମ୍ବାଇ,୧୮।୧୨ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ସ୍ବଦେଶୀ ନିର୍ମିତ ପି-୧୫-ବି ଷ୍ଟିଲ୍‌ଥ ଗାଇଡେଡ କ୍ଷେପଣାସ୍ତ୍ର ବିନାଶକ ଯୁଦ୍ଧ ଜାହାଜ ମୋର୍ମୁଗାଓକୁ ଭାରତୀୟ ନୌସେନାରେ...

ହାପି ବାର୍ଥ ଡେ ଭାମିକା, ବର୍ଷକର ହେଲେ ବିରୁଷ୍କାଙ୍କ ଝିଅ

ମୁମ୍ବାଇ,୧୧ ।୧: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଭାମିକା କୋହଲି ବର୍ଷକର ହୋଇଛନ୍ତି ।...

ନ୍ୟାୟ ପାଇଁ ଗଛରେ ମୃତଦେହକୁ ବାନ୍ଧି ରଖିଛନ୍ତି ଗୁଜରାଟର ଆଦିବାସୀ

ହିମ୍ମତନଗର,୮।୬: ଗୁଜରାଟର ଆଦିବାସୀ ଅଞ୍ଚଳରେ ବହୁ ପୀଢ଼ି ଧରି ‘ଚଡୋତରୁ’ ପରମ୍ପରା ଚାଲିଆସିଛି। ଉକ୍ତ ଅଞ୍ଚଳରେ ଯଦି କୌଣସି ବ୍ୟକ୍ତିଙ୍କ ସନ୍ଦିଗ୍ଧ ମୃତ୍ୟୁ ହୋଇଥାଏ। ତା’ହେଲେ...

Advertisement
Archives

Model This Week