ଜେଲ ଫେରନ୍ତାଙ୍କ ଆତଙ୍କରାଜ୍‌, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଗଞ୍ଜାମ,୨୬ା୫(ଡି.ଏନ.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ କାର୍ତ୍ତିକଢ଼ି ଗ୍ରାମରେ ଜଣେ ଜେଲ ଫେରନ୍ତା ଯୁବକଙ୍କ ଆତଙ୍କରାଜ ନେଇ ଶତାଧିକ ଗ୍ରାମବାସୀ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି। ସରପଞ୍ଚ ଡି. ନିରଞ୍ଜନ ରେଡ୍ଡିଙ୍କ ନେତୃତ୍ୱରେ ହୁମ୍ମା-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କ ଗିରଫ ଦାବି କରିଛନ୍ତି। ସମ୍ପୃକ୍ତ ଯୁବକ ବେଣିଗୌରୀ ଗ୍ରାମର ଜଣେ କଲେଜ ଛାତ୍ରଙ୍କୁ ମରଣାନ୍ତଙ୍କ ଆକ୍ରମଣ କରି ଫେବୃୟାରୀ ୮ରେ ଜେଲ ଯାଇଥିଲେ। ମେ’ ୮ରେ ଜାମିରେ ଆସିବାପରେ ମଙ୍ଗଳବାର ଗ୍ରାମକୁ ଆସି ଏକ ପାନ ଦୋକାନରେ ବସିଥିବା ଜଣେ ମହିଳାଙ୍କୁ ଗାଳିଗୁଳଜ ସହ ବନ୍ଧୁକ ଦେଖାଇ ଧମକ ଦେଇଥିଲା। ପରେ ଉପସ୍ଥିତ କେତେକ ଗ୍ରାମବାସୀଙ୍କୁ ମଧ୍ୟ ବନ୍ଧୁକ ଦେଖାଇ ଧମକ ଦେଇଥିବା ସରପଞ୍ଚ ରେଡ୍ଡି ଗଣମାଧ୍ୟମକୁ କହିଛନ୍ତି। ଏ ନେଇ ସରପଞ୍ଚ ରମ୍ଭା ଥାନା ଅଧିକାରୀଙ୍କୁ ଅବଗତ କରିବା ସହ ତୁରନ୍ତ ସମ୍ପୃକ୍ତ ଯୁବକଙ୍କୁ ଗିରଫ ନ କଲେ ଆନ୍ଦୋଳତ୍ମକ ପନ୍ଥା ଗ୍ରହଣ କରିବୁ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ମାଡୁନି ପାଣି: ରେଲୱେ ସାଇଫନ ସାଜିଛି ବାଧକ

କେନ୍ଦୁଝର, ୧୨।୧୦( ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଅଞ୍ଚଳର ଚାଷୀ ଜମିକୁ କେନାଲ ପାଣି ମଡାଇ ନ ପାରି ଚିନ୍ତାରେ ପଡିଛନ୍ତି। ବର୍ତ୍ତମାନ ଧାନ...

ପରିତ୍ୟକ୍ତ ଗୃହରେ ଚାଲିଛି ‘ସଖୀ’ କେନ୍ଦ୍ର ନିଜସ୍ବ ବିଲ୍ଡିଂ ପାଇଁ ଚିହ୍ନଟ ଜମିକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ୍‌,୧୦।୧: ରାଜଧାନୀ ଦିଲ୍ଲୀରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଏହି ମାମଲାର ବିଚାର ସମୟରେ ନିର୍ଯାତନାର ଶିକାର...

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ...

ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ

ଝୁମ୍ପୁରା,୮।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି,...

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ...

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ୨୦୨ ପ୍ରବାସୀ ଶ୍ରମିକ: ୭ ଦିନ ମଧ୍ୟରେ ଫେରିବେ ଓଡ଼ିଶା

ବରଗଡ଼ ଅଫିସ,୭ା୫: ଭୂତାଣୁ ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏହି କଟକଣା ପରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୁର୍ଦ୍ଦଶା ବଢ଼ିଯାଇଛି । ଏଭଳି ଭାବେ...

ଚୋରି ଉଦ୍ୟମ ପଣ୍ଡ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଚିକିଟି,୨ା୬(ଡି.ଏନ୍‌.ଏ.)- କେ.ନୂଆଗଁା ଥାନା ଚିକିଟି ଫାଣ୍ଡି ମାଧବନ୍ଧ ଗ୍ରାମ ନିକଟରେ ଥିବା ଘରୋଇ କମ୍ପାନୀର ଏକ ମୋବାଇଲ ଟାୱାର ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ୫ଜଣ ଅଜଣା...

ଜମାକାରୀଙ୍କ ମାଚ୍ୟୁରିଟି ଟଙ୍କାକୁ ନେଇ ହୋହଲ୍ଲା

ବ୍ରହ୍ମପୁର ଅଫିସ,୧୮ା୨ – ସାହାରା ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା କ୍ଷେତ୍ର କର୍ମଚାରୀ (ଏଜେଣ୍ଟ)ଙ୍କୁ ଜମାକାରୀଙ୍କ ମାଚ୍ୟୁରିଟି ଟଙ୍କା ପ୍ରଦାନକୁ ନେଇ ସୋମବାର...

Coronavirus Update


Archives

Model This Week

Why Dharitri