ଜେସିବି ଚାଳକଙ୍କୁ ପିଟିପିଟି ହତ୍ୟା: ଅଭିଯୋଗ ଆଣିଲେ ଘର ମାଲିକ

ବେଦବ୍ୟାସ,୯।୨(ଡି.ଏନ୍‌.ଏ.): ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସ ଦୁର୍ଗାମଣ୍ଡପ ଗଳିରେ ରହୁଥିବା ଜଣେ ଜେସିବି ଚାଳକଙ୍କୁ ଶନିବାର ବିଳମ୍ବିତ ରାତିରେ ପିଟିପିଟି ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ଗୋମେତ ଦଣ୍ଡ(୩୫)।
ପୋଲିସ ସୂଚନାନୁଯାୟୀ, ଉକ୍ତ ଭଡ଼ା ଘରେ ଗୋମେତଙ୍କ ସହ ତାଙ୍କର ଆଉ ୩ ଜଣ ବନ୍ଧୁ ରହିଥିଲେ। ଶନିବାର ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏ ନେଇ ପଡୋଶୀ ଘରମାଲିକଙ୍କୁ ଜଣାଇଥିଲେ। ସେ ଘଟଣାସ୍ଥଳରେ ପହଞ୍ଚି ଗୋମେତଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଏ ନେଇ ରବିବାର ଘରମାଲିକ ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ...

ଲୋକାଦୃତ ହେଉଛି ଲୋକକଳା

ଢେଙ୍କାନାଳ ଅଫିସ, ୨୪।୧୦:ଓଡ଼ିଶାର ସମୃଦ୍ଧ ଲୋକକଳାକୁ ଲୋକାଭିମୁଖୀ କରାଇବା ଉଦ୍ଦେଶ୍ୟରେ ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିଲେ ସ୍ବତନ୍ତ୍ର ଯୋଜନା। ଏହି ମହତ୍‌ ଅଭିଯାନର...

ସତ ଲୁଚାଉଛି ସିଏମ୍‌ସି

କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ...

ଭକ୍ତଙ୍କ ମେଳରେ ଗଡ଼ିବ ରଥ

ଅନୁଗୋଳ ଅଫିସ/ ଆଠମଲ୍ଲିକ,  ୧।୭  ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିର ସମ୍ମୁଖରେ ୩ ରଥ ପ୍ରସ୍ତୁତ ହୋଇ ରହିଛି।...

ଦୋକାନରେ କାମ କରୁଛନ୍ତି ଶିଶୁଶ୍ରମିକ, ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା

ଆନନ୍ଦପୁର,୧୩ା୬(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବଜାରରେ ଜଣେ ଶିଶୁଶ୍ରମିକ ପାଣି ବୋହୁଥିବାର ଦେଖିବାକୁ ମିଳିଛି। ଉକ୍ତ ନାବାଳକ ଜଣକ ନିୟମିତ ଭାବେ ପାଣି ବୋହିବା କାର୍ଯ୍ୟଠାରୁ ଆରମ୍ଭ...

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।...

ନଦୀରେ ବୁଡ଼ି ନିଖୋଜ ଥିଲେ ଛାତ୍ର: ଭୋଗରାଇରୁ ଉଦ୍ଧାର

ଭୋଗରାଇ,୨୭।୭(ଡି. ଏନ୍‌.ଏ.): ବାଲେଶର ଜିଲା ସୁବର୍ଣ୍ଣରେଖା ନଦୀରେ ସୋମବାର ବୁଡି ଯାଇ ଧରମ ଦୁଆର ଗାଁର ପୂର୍ଣ୍ଣଚନ୍ଦ୍ର ରଣାଙ୍କ ବଡପୁଅ ଶୁଭମ (୧୩) ନିଖାଜ ଥିଲେ।...

ନାଲ୍‌କୋରେ ଧର୍ମଘଟର ପ୍ରଭାବ

ବଅଁରପାଳ,୨୬ା୧୧(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଗୁରୁବାର ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଅନୁଗୋଳ ଜିଲାରେ...

Advertisement
Archives

Model This Week