Posted inଜାତୀୟ

ଜୈଶ୍‌ ଆତଙ୍କବାଦୀ ବଶିର୍‌ ଗିରଫ

ନୂଆଦିଲ୍ଲୀ, ୧୬।୭: ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ବଶିର୍‌ ଅହମ୍ମଦ ମୌଲବୀଙ୍କୁ ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ଦଳ ଗିରଫ କରିଛି। ବଶିର୍‌ଙ୍କୁ ଜମ୍ମୁ-କଶ୍ମୀରର ଶ୍ରୀନଗରଠାରୁ ଗିରଫ କରାଯାଇଛି। ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ଦୀର୍ଘ ଦିନ ଧରି ତାଙ୍କୁ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଦଳ ଖୋଜୁଥିଲା। ବଶିର୍‌ଙ୍କୁ ପରେ ପଚରା ଉଚରା ଜାରି ରହିଛି। ଏନେଇ ଅଧିକ ତଦନ୍ତ କରାଯାଉଥିବା ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିନ୍ନର ହେବେ ପାଇଲଟ୍‌, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୧।୮ : ପାଇଲଟ ହେବାକୁ ଚାହୁଁଥିବା କିନ୍ନରଙ୍କ ଫିଟନେସର ଏରୋମେଟିକାଲ ମୂଲ୍ୟାଙ୍କନ ବିଷୟରେ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଫଳରେ ଏଣିକି କିନ୍ନରଙ୍କ ବ୍ୟବସାୟିକ...

ଦିଲ୍ଲୀ ଅବକାରୀ ନୀତି ମନିଲଣ୍ଡରିଂ ମାମଲାରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୭।୧୧(ପି.ଟି.): ଦିଲ୍ଲୀ ଅବକାରୀ ନୀତି ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର କୋର୍ଟରେ ପ୍ରଥମ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ମଦ...

ଭୋପାଳରେ ହେବ ଦେଶର ପ୍ରଥମ ଛାଡ଼ପତ୍ର ଉତ୍ସବ, ୨୦୦ ଅତିଥି ହେବେ ସାମିଲ, ନିମନ୍ତ୍ରଣ ପତ୍ର ଭାଇରାଲ…

ଭୋପାଳ, ୧୦।୯ : ଭୋପାଳରେ ଏକ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଦେଶର ପ୍ରଥମ ଛାଡପତ୍ର ଉତ୍ସବ ବୋଲି ଦାବି କରାଯାଉଛି। ଏଥିରେ...

ତଥ୍ୟ ଲୁଛାଉଛନ୍ତି ସରକାର: ୧୧୫୮ ଆକ୍ରାନ୍ତଙ୍କ ମୃତ୍ୟୁ ରିପୋର୍ଟ ଗାଏବ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୨ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୧୮।୪: ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ...

ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ

ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ନୌସେରା ସେକ୍ଟରରେ ପାକିସ୍ତାନ ସୀମାରେ ଶୁକ୍ରବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଶହୀଦ...

ପୁଣିଥରେ ଆରମ୍ଭ ହେଲା ଅମରନାଥ ଯାତ୍ରା

ଜମ୍ମୁ,୧୧ ।୭: ଗତ ଶୁକ୍ରବାର ଅମରନାଥ ଗୁମ୍ଫା ନିକଟରେ ହୋଇଥିବା ବାଦଲ ଫଟା ବର୍ଷାରେ ପାହାଡ ଧୋଇ ଯିବାରୁ ପ୍ରାୟ ୧୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ...

Advertisement
Archives

Model This Week