Posted inଜାତୀୟ

ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନର ନାମ ପରିବର୍ତ୍ତନ: ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୪।୯: ଅନ୍ତର୍ଜାତୀୟ ଚାପ ଯୋଗୁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଏହାର ନାମ ପରିବର୍ତ୍ତନ କରିଛି। ମାସୁଦ୍‌ ଅଝାରଙ୍କ ଭାଇ ଅବଦୁଲ୍‌ ରଉଫ୍‌ ଅସଗର ସଂଗଠନର ଦାୟିତ୍ୱ ନେବାପରେ ଏହାର ନାମ ପରିବର୍ତ୍ତନ କରି ମଜଲିସ୍‌ ଓ୍ବରସା-ଇ-ଶୁହୁଦା ଜମ୍ମୁ ଓ୍ବା କଶ୍ମୀର ରଖାଯାଇଛି। ସଂଗଠନର ନାମ ପରିବର୍ତ୍ତନ ହୋଇଥିଲେ ମଧ୍ୟ କ୍ୟାଡ଼ରରେ କୌଣସି ଅଦଳବଦଳ କରାଯାଇନାହିଁ। ସୂଚନାଯୋଗ୍ୟ, ଅସଗରଙ୍କ ନେତୃତ୍ୱରେ ପାକିସ୍ତାନ ବାଲାକୋଟରେ ପୁଣି ଜୈଶ୍‌ ସଦସ୍ୟଙ୍କୁ ତାଲିମ୍‌ ଦିଆଯିବା ଆରମ୍ଭ ହୋଇଛି। ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ହେଉଥିବା ଭାରତୀୟ ଗୋଇନ୍ଦା ବିଭାଗ ରିପୋର୍ଟରେ ମଧ୍ୟ ସତର୍କ ସୂଚନା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri