Posted inଖେଳ

ଜୋକୋଭିଚ୍‌ଙ୍କୁ ୫ମ ଓ୍ବିମ୍ବେଲଡନ ଟାଇଟଲ

ଲଣ୍ଡନ, ୧୫ା୭ (ଏଏଫ୍‌ପି)-ସୁଇଜରଲାଣ୍ଡର ରୋଜର ଫେଡରରଙ୍କୁ ୭-୬ (୭/୫), ୧-୬, ୭-୬ (୭/୪), ୪-୬, ୧୩-୧୨ (୭/୩) ସେଟ୍‌ରେ ହରାଇ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ୫ମ ଥର ଓ୍ବିମ୍ବେଲଡନ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ୪ ଘଣ୍ଟା ୫୭ ମିନିଟ୍‌ ଧରି ଚାଲିଥିଲା। ଫାଇନାଲ ସେଟ୍‌ ପ୍ରଥମ ଥର ଟାଇବ୍ରେକ୍‌ରେ ମିମାଂସା ହୋଇଥିଲା। ଓ୍ବିମ୍ବେଲଡନଠାରେ ଏହା ସବୁଠାରୁ ଦୀର୍ଘ ସମୟ ଧରି ଖେଳାଯାଇଥିବା ଫାଇନାଲ। ମ୍ୟାଚ ପଏଣ୍ଟ ଡାଉନ୍‌ରେ ଟାଇଟଲ ଜିତିବାରେ ୭୧ ବର୍ଷରେ ଜୋକୋଭିଚ୍‌ ପ୍ରଥମ ବ୍ୟକ୍ତି ବିବେଚିତ ହୋଇଛନ୍ତି। ୫ଥର ଟାଇଟଲ ଜିତି ସର୍ବୀୟ ଖେଳାଳି ବର୍ତ୍ତମାନ ବ୍ୟୋର୍ନ ବର୍ଗଙ୍କ ରେକର୍ଡ ସମକକ୍ଷ ହୋଇଛନ୍ତି। ମୋଟ ଉପରେ ଜୋକୋଭିଚଙ୍କର ଏହା ହେଉଛି ୧୬ତମ ଗ୍ରାଣ୍ଡସ୍ଲାମ ଟାଇଟଲ। ୩୭ ବର୍ଷୀୟ ଫେଡରର ଯଦି ଟାଇଟଲ ଜିତିଥାନ୍ତେ ତେବେ ସବୁଠାରୁ ବୟୋଜ୍ୟେଷ୍ଠ ଗ୍ରାଣ୍ଡସ୍ଲାମ ବିଜେତା ହୋଇପାରିଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri